ଡଙ୍ଗା ବୁଡି ୩୧ ମୃତ

କାଲାଇସ୍‌,୨୫।୧୧: ଫ୍ରାନ୍ସରୁ ଇଂଲଣ୍ଡ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ଇଂଲିଶ ଚ୍ୟାନେଲରେ ବୁଡିଯାଇଛି। ବୁଧବାର ପ୍ରବାସୀଙ୍କୁ ନେଇ ଯାଉଥିବା ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ତେବେ ଫ୍ରାନ୍ସ ଗୃହ ମନ୍ତ୍ରୀ ଗେରାଲ୍ଡ ଡାର୍ମିନିନ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହି ଡଙ୍ଗାରେ ମୋଟ ୩୪ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୩୧ଟି ମୃତଦେହ ଉଦ୍ଧାର ହୋଇଛି। ଅନ୍ୟ ଦୁଇ ଜଣ ଜୀବିତ ଥିବା ଜଣାପଡିଛି। ଏଥିସହ ଜଣେ ବ୍ୟକ୍ତି ଏବେ ବି ନିଖୋଜ ଅଛନ୍ତି। ତେବେ ମୃତକମାନେ କେଉଁ ଦେଶର ସେ ନେଇ କିଛି ସୂଚନା ମିଳିନାହିଁ।

ଫ୍ରାନ୍ସ ଏବଂ ବ୍ରିଟେନ୍‌ର ଉଦ୍ଧାରକାରୀ ଦଳ ମିଳିତ ଭାବେ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ଏହି ଘଟଣାରେ ୪ ଜଣ ସନ୍ଦିଗ୍ଧ ମାନବ ଚାଲାଣକାରୀଙ୍କୁ ଗିରଫ କରାଯାଇଛି। ପରେ ୨ ଜଣ ସନ୍ଦିଗ୍ଧଙ୍କୁ କୋର୍ଟରେ ହାଜର କରାଯାଇଥିଲା ବୋଲି ଫ୍ରାନ୍ସର ଗୃହ ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ, ଦୁର୍ଘଟଣା ପରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏକ ଜରୁରୀ ବୈଠକ ଡାକିଛନ୍ତି। ଏଥିସହିତ ଆହତମାନଙ୍କୁ ଫ୍ରାନ୍ସର ଗୃହ ମନ୍ତ୍ରୀ ହସ୍ପିଟାଲ ଯାଇ ଭେଟିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୂତାଣୁ ରୋକିବା ଲାଗି ଗୁଳି: ଉତ୍ତରକୋରିଆ

ଓ୍ବାଶିଂଟନ,୧୧।୯-ଚାଇନାରୁ କୋରନା ଭାଇରସ ଯେପରି ଦେଶ ଭିତରକୁ ପ୍ରବେଶ ନ କରିବ ସେଥିଲାଗି ଉତ୍ତରକୋରିଆ କର୍ତ୍ତୃପକ୍ଷ ଗୁଳି ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣରେ ଥିବା ଆମେରିକା ସେନାର...

ସରକାରଙ୍କ ବିରୋଧରେ ପ୍ରଦର୍ଶନ: ଏକ ମାସରେ ୩୧୯ ମୃତ; ୧୫ ହଜାରରୁ ଅଧିକ ଆହତ

ବାଗଦାଦ୍‌,୧୧।୧୧: ସରକାରଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଇରାକ୍‌ରେ ଗତ ଏକମାସ ଧରି ଲୋକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି...

ଆକ୍ରମଣରେ ୨୩ ମୃତ

ମୋଗାଦିଶୁ, ୪ା୪: ସୋମାଲିଆର ୨ ମିଲିଟାରୀ ବେସ୍‌ରେ ଇସ୍‌ଲାମୀୟ ଉଗ୍ରପନ୍ଥୀଙ୍କ ଆକ୍ରମଣରେ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ସୈନ୍ୟ ଅଛନ୍ତି। ୨ଟି...

କରୋନା ଯୋଗୁ ଭାଙ୍ଗିଯିବ ବିଶ୍ୱର ଆର୍ଥିକ ମେରୁଦଣ୍ଡ: ଜାତିସଂଘ

ଓ୍ବାଶିଂଟନ,୩୧।୩: କରୋନା ସଂକ୍ରମଣ ଏବେ ସାରା ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏବେ ସାରା ବିଶ୍ୱ କରୋନାକୁ ନେଇ ଏକ ପ୍ରକାର ଠପ୍‌ ହୋଇ...

୫ ଦିନରେ ୩ ହଜାର ଫୁଟ ଉଚ୍ଚା ପାହାଡ଼ ଚଢ଼ିଲେ ୧୦ ବର୍ଷ ବୟସ୍କା ବାଳିକା

କାଲିଫର୍ନିଆ,୧୭।୧୨: ଜଣେ ୧୦ ବର୍ଷ ବୟସ୍କା ବାଳିକା କାଲିଫର୍ନିଆର ୩ ହଜାର ଫୁଟ ଉଚ୍ଚା ପାହାଡ଼ ଇଏଲ୍‌ କ୍ୟାପଟେନ୍‌ ପାହାଡ଼ ଚଢ଼ି ରେକର୍ଡ କରିଛନ୍ତି। ସ୍ଥାନୀୟ...

କରୋନା ଭାଇରସରେ ସଂକ୍ରମିତ ବ୍ରିଟେନ ସ୍ବାସ୍ଥ୍ୟମନ୍ତ୍ରୀ

ଲଣ୍ଡନ,୧୧।୩: ବ୍ରିଟେନର ସ୍ବାସ୍ଥ୍ୟମନ୍ତ୍ରୀ ନାଡିନେ ଡୋରିସ କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିଛି। ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ନିଜ ଘରେ ତାଙ୍କୁ...

ଆମେରିକାର ପ୍ରତିଶୋଧ: ଇରାନ ଡ୍ରୋନକୁ ଧ୍ୱସଂ କଲା

ଓ୍ବାଶିଂଟନ, ୧୯।୭: ହରମୁଜଠାରେ ଏକ ଇରାନ ଡୋନ୍‌କୁ ଧ୍ୱସଂ କରି ଆମେରିକା ପ୍ରତିଶୋଧ ନେଇଛି। ନୌସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଥିବା ଆମେରିକା କହିଛି। କିନ୍ତୁ...

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପାକ୍ସେ

କଲମ୍ବୋ,୨୧।୧୧: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ମହିନ୍ଦା ରାଜପାକ୍ସେ ଶପଥ ନେଇଛନ୍ତି। ନୂଆ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ...

Advertisement


Archives

Model This Week