କୋରାପୁଟରୁ ୩୧ ନୂଆ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି

କୋରାପୁଟ,୧୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ଆଉ ୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୩୧କୁ ବୃଦ୍ଧି ପାଇଛି । ଚିହ୍ନଟ ୩୧ ଜଣଙ୍କ ମଧ୍ୟରେ ମହିଳା ୧୭ ଓ ପୁରୁଷ ୧୪ ଜଣ ରହିଛନ୍ତି। ତେବେ କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ, ପୂର୍ବରୁ ପଜିଟିଭଙ୍କ କଣ୍ଟାକ୍ଟରେ ଆସି ୧୬ ଓ ୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri