ଝାରସୁଗୁଡ଼ାରେ ମାଡୁଛି କରୋନା: ଗୋଟିଏ ଦିନରେ ୩୧ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୭- ଝାରସୁଗୁଡା ଜିଲାରେ ଶନିବାର ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଦୁଇଜଣ ପୌର କର୍ମଚାରୀ ସାମିଲ। ଏହି ପୌର କର୍ମଚାରୀମାନେ କୋଭିଡ ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ। ଏନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ତେବେ ଏହା ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ସାଜିଛି। କୋଭିଡ୍‌ ମୁକାବିଲାରେ ସାମିଲ ଥିବା ଅନ୍ୟ ଅଧିକାରୀମାନେ ନିଜ ନିଜ ନମୁନା ପରୀକ୍ଷା କରିବା ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୧୬୫ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ୩୯ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri