ମାଟ୍ରିକ ପରୀକ୍ଷା ଫଳ : ୩୧ଟି ସ୍କୁଲରେ ରେଜଲ୍ଟ ଶୂନ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ପାସ୍‌ ହାର ୭୮.୭୬ % ରହିଛି। ଗତବର୍ଷଠାରୁ ଚଳିତ ବର୍ଷ ଅଧିକ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଗତବର୍ଷ ତୁଳନାରେ ପାସ୍‌ ହାର ବଢ଼ିବା ସହିତ ଶୂନ ରେଜଲ୍ଟ କରିଥିବା ସ୍କୁଲ ସଂଖ୍ୟା ମଧ୍ୟ କମିଛି। ଏଥର ୩୧ଟି ସ୍କୁଲରେ ଜଣେ ହେଲେ ଛାତ୍ରୀଛାତ୍ର ପାସ୍‌ କରି ନାହାନ୍ତି। ଗତ ବର୍ଷ ୮୨ଟି ସ୍କୁଲରେ ରେଜଲ୍ଟ ଶୂନ ଥିଲା। ଚଳିତବର୍ଷ ମୋଟ ୫,୩୪,୮୪୩ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେହିପରି ଛାତ୍ରୀମାନଙ୍କ ପାସ୍‌ ହାର ଛାତ୍ରମାନଙ୍କ ଅପେକ୍ଷା ଅଧିକ ରହିଛି। ୨୧୫୩୬୭ ଛାତ୍ରୀ ପାସ୍‌ କରିଥିବା ବେଳେ ୧୯୨୫୦୧ ଛାତ୍ର ପାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣଓଡ଼ିଆଙ୍କ ନିୟନ୍ତ୍ରଣରେ ନିଶା କାରବାର

ବାରିପଦା ଅଫିସ,୧୭।୭- ମୟୂରଭଞ୍ଜ ଜିଲାରେ ଚୋରା ମଦ ଓ ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସୀମାନ୍ତ ପଶ୍ଚିମବଙ୍ଗରୁ ଏହି ଜିଲାକୁ...

କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର

ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ...

ବିଜେଡି କର୍ମୀଙ୍କୁ ହତ୍ୟା

ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି...

ଭିତରକନିକାରେ ଡଲଫିନ୍‌ ଗଣନା ୧୬ରେ

ରାଜନଗର,୧୧।୧୨(ଡି.ଏନ.ଏ.): ଭିତରକନିକା ଅଞ୍ଚଳରେ ଚଳିତମାସ ୧୬ରୁ ୧୮ ତାରିଖ ଯାଏ ଡଲଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା...

ତୃଣମୂଳସ୍ତରରେ ପହଞ୍ଚୁ ନାହିଁ ଉନ୍ନୟନ ଯୋଜନା

କେନ୍ଦ୍ରାପଡା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ।...

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ...

ରାଜ୍ୟରେ ପ୍ରଥମ ମା’ କ୍ଷୀର ଭଣ୍ଡାର ପ୍ରତିଷ୍ଠା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ନବଜାତ ଶିଶୁଙ୍କ ପାଇଁ ଆଉ ମା’ କ୍ଷୀର ଅଭାବ ରହିବ ନାହିଁ। ଏହି ଆବଶ୍ୟକତା ପୂରଣ କରିବା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଏକ...

ଭାରରେ ବୁହାହେଲେ ଡଙ୍ଗରିଆ ମହିଳା

ମୁନିଗୁଡା, ୩୦।୮(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ...

Advertisement
Archives

Model This Week