CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣ ସ୍ଥାନୀୟ ସଂକ୍ରମିତ।
ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୪ ଏବଂ ଗଜପତିରୁ ୯୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୫, ବାଲେଶ୍ୱର ୩୭, ବରଗଡ଼ ୧୦, ଭଦ୍ରକ ୧, ବଲାଙ୍ଗୀର ୧୯, କଟକ ୨୮, ଦେବଗଡ଼ ୨, ଜଗତସିଂହପୁର ୧୫, ଯାଜପୁର ୧୯, ଝାରସୁଗୁଡ଼ା ୭, କଳାହାଣ୍ଡି ୪୪, କନ୍ଧମାଳ ୫୦, କେନ୍ଦ୍ରାପଡ଼ା ୧୪, କେନ୍ଦୁଝର ୧୬, ନବରଙ୍ଗପୁର ୩୩, ନୟାଗଡ଼ ୬୭, ନୂଆପଡ଼ା ୯, ପୁରୀ ୩୬, ରାୟଗଡ଼ା ୪୦, ସମ୍ବଲପୁର ୫୬, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ବେଳେ ୧୯,୭୪୫ ସୁସ୍ଥ ହୋଇଛନ୍ତି। ୧୧,୯୧୮ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?