Posted inଜାତୀୟ

ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟ ନ ପହଞ୍ଚିଲେ କଟିବ ଦରମା

ଲକ୍ଷ୍ନୌ,୨୭।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ସକାଳ ୯ଟା ସୁଦ୍ଧା ଯେଉଁ କର୍ମଚାରୀମାନେ କାର୍ଯ୍ୟଳୟରେ ଉପସ୍ଥିତ ନ ରହିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କେବଳ ସେତିକି ନୁହେଁ ସେମାନଙ୍କ ବେତନ ମଧ୍ୟ କାଟି ଦିଆଯିବ ବୋଲି କହିଛନ୍ତି ଯୋଗୀ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ଖବର ଟୁଇଟ୍‌ କରାଯାଇଛି।


All Right Reserved By

ପାକିସ୍ତାନକୁ ଆର୍‌ଏସ୍‌ଏସ୍‌ର ଚେତାବନୀ: ଦାଦାଗିରି କଲେ ପିଓକେ ବି ଛଡ଼ାଇ ଅଣାଯିବ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍‌ଏସ୍‌ଏସ୍‌ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍‌ଏସ୍‌ଏସ୍‌ ସଦସ୍ୟ...

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି)...

ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ ନେତା

ନୂଆଦିଲ୍ଲୀ,୩୦ା୫:(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ୍‌ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ)ର ସଦସ୍ୟ...

ମେ ୨୩ ପାଇଁ ପ୍ରସ୍ତୁତି: ମୋଦି ମାସ୍କ ପିନ୍ଧି ଲଡୁ ତିଆରି କରୁଛନ୍ତି ମିଠା କାରିଗର

ମୁମ୍ବାଇ, ୨୧।୫: ଲୋକ ସଭା ନିର୍ବାଚନକୁ ନେଇ ଏକଜିଟ୍‌ ପୋଲ୍‌ ଘୋଷଣା ପରେ ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ଚାଲିଛି ପୂର୍ବ ପ୍ରସ୍ତୁତି।...

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ...

୧୨ ମିନିଟ୍‌ରେ ୪ ଥର ଥରିଲା ମହାରାଷ୍ଟ୍ର : ଜଣେ ମୃତ

ପାଲଘର,୨୫।୭: ମହାରାଷ୍ଟ୍ର ପାଲଘର ଜିଲା ଡାହାନୁ ଅଞ୍ଚଳରେ ଗୁରୁବାର ହୋଇଥିବା ଭୂକମ୍ପରେ ଜଣେ ୫୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୂକମ୍ପର ତୀବ୍ରତା...

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର...

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ;ମଇଦାନରେ ୧୮୪ କୋଟିପତି: ପୁନମ୍‌ ସିହ୍ନା ସବୁଠୁ

ନୂଆଦିଲ୍ଲୀ,୧ା୫(ପି.ଟି.): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ସବୁଠୁ ଧନୀ ହେଉଛନ୍ତି ଲକ୍ଷ୍ନୌ ଲୋକ ସଭା ଆସନର ସମାଜବାଦୀ ପାର୍ଟି (ଏସ୍‌ପି) ପ୍ରାର୍ଥୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *