Posted inଜାତୀୟ

ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କଲେ ଭାରତୀୟ ଗବେଷକ

ବେଙ୍ଗାଲୁର୍‌, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି ଗବେଷକ ସୂଚନା ଦେଇଛନ୍ତି। ଥିରୁଭାନନ୍ତପୁରମ୍‌ ସ୍ଥିତ ରାଷ୍ଟ୍ରୀୟ ଅନ୍ତର୍ବିଷୟୀ ବିଜ୍ଞାନ ତଥା ପ୍ରାଦ୍ୟୋଗିକ ସଂସ୍ଥାନର ଗବେଷକ ଏହି ଉତ୍ପାଦ ଆମ୍ବପତ୍ର ଅର୍କରୁ ପ୍ରସ୍ତୁତ କରିଛନ୍ତି। ଆମ୍ବପତ୍ରରେ ଥିବା ଫାଇଟୋକେମିକାଲ୍ସ୍‌ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି ଡ. ନିଶାନ୍ତି କେ. ଗୋପାଲନ୍‌ ସୂଚନା ଦେଇଛନ୍ତି। ଲୁହା ଉପରେ ଏହାର ଲେପ ଦିଆଗଲେ ୯୯ ପ୍ରତିଶତ କଳଙ୍କି ପ୍ରତିରୋଧୀ ଭାବେ ଏହା କାର୍ଯ୍ୟ କରିବାକୁ ସକ୍ଷମ ହେବ ବୋଲି ଗୋପାଲନ୍‌ ସୂଚନା ଦେଇଛନ୍ତି। ଆମ୍ବପତ୍ର ଅର୍କକୁ ସିଲିକା ସହିତ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରାଯାଇଥିବା ସେ କହିଛନ୍ତି।


All Right Reserved By

କ୍ଷମା ମାଗିଲେ ସ୍ବାଧୀ ପ୍ରଜ୍ଞା: ମଉନ ବ୍ରତ ରଖି ତ୍ରୁଟି ସୁଧାରିବେ

ଭୋପାଳ, ୨୦।୫: ଲୋକସଭା ନିର୍ବାଚନବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାଜପା ପାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ନିଜ ଭୁଲ ପାଇଁ କ୍ଷମା...

କର୍ମସ୍ଥଳରେ ବଢ଼ୁଛି ଯୌନ ଶୋଷଣ

ମୁମ୍ବାଇ,୨୧।୬:ଦେଶରେ ‘#ମି ଟୂ’ ଆନ୍ଦୋଳନ ସତ୍ତ୍ୱେ କାର୍ଯ୍ୟସ୍ଥଳରେ ଯୌନ ଶୋଷଣ ରୋକିବା ଲାଗି ଯେଉଁ ବିଧିବ୍ୟବସ୍ଥା ରହିଛି ତାହାକୁ ନିଯୁକ୍ତିଦାତା ଅନୁସରଣ କରୁନାହାନ୍ତି ବୋଲି ୫୦...

ଶାହଙ୍କ ବିଧାନସଭା ମିଶନ: ହରିୟାଣା, ମହାରାଷ୍ଟ୍ର ଓ ଝାଡଖଣ୍ଡ ନେତାଙ୍କ ସହ ଆଲୋଚନା

ନୂଆଦିଲ୍ଲୀ, ୯।୬: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ଏବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବିଧାନସଭା ମିଶନ ଯୋଜନା ପ୍ରସ୍ତୁତ କରିଛନ୍ତି। ଚଳିତ...

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର...

ଯାନ୍ତ୍ରିକ ତ୍ରୁଟି: ରନ୍‌ଓ୍ବେରୁ ଫେରିଲା ନୀତୀନ ଗଡ଼କରୀଙ୍କ ବିମାନ

ନାଗପୁର, ୧୩।୮: ମହାରାଷ୍ଟ୍ରର ନାଗପୁରରୁ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନକୁ ରନ୍‌ଓ୍ବେ ଫେରାଇ ନିଆଯାଇଛି। ବିମାନରେ କିଛି ଯାନ୍ତ୍ରିକ ତ୍ରୁଟି ଥିବାରୁ ଏଭଳି ନିଷ୍ପତ୍ତି ଗ୍ରହଣ...

କ୍ଲବରେ ଯୋଗ କରୁଛନ୍ତି ଜେଡିଏସ ନେତା

ନୂଆଦିଲ୍ଲୀ: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ବୁଧବାର ମଧ୍ୟ ଜାରି ରହିଛି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ...

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ...

କର୍ନାଟକ ଆସ୍ଥାଭୋଟ ନାଟକରେ ଯବନିକା: କୁମାରସ୍ବାମୀ ସରକାରର ପତନ, ୧୦୫ ଭୋଟରେ ଜିତିଲା ଭାଜପା

ବେଙ୍ଗାଲୁରୁ,୨୩।୭: କର୍ନାଟକରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଜିତିବାରେ ବିଫଳ ହେବା ପରେ ଆସ୍ଥାଭୋଟ ନାଟକରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *