Posted inUncategorized

ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ତାଳଚେର, ୨୭ା୬(ନି.ପ୍ର.) : ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ଛାତ୍ରୀମାନେ ତାଲା ପକାଇ ଦେଇଛନ୍ତି। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ୨୬ ତାରିଖରେ ଯୁକ୍ତ ୩ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷ ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଥିଲା। ପ୍ରଶ୍ନପତ୍ର ଦିଆଯାଇ ନ ଥିବାରୁ ଛାତ୍ରୀମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଏନେଇ ଛାତ୍ରୀମାନେ ଗୁରୁବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଫାଟକରେ ତାଲା ପକାଇ ଦେଇଛନ୍ତି। ଖବର ପାଇ ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା ଚଳାଇଛି।


All Right Reserved By Dharitri.Com

କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ: ୧,୮୫,୧୦୦ ହେକ୍ଟରରେ ଚାଷ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୫।୬- ଢେଙ୍କାନାଳ ଜିଲା ସଦ୍‌ଭାବନା ଗୃହ ପରିସରରେ ମଙ୍ଗଳବାର କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ନିଖିଲ ପଓ୍ବନ...

ପିଏମ୍‌ଇଜିପି ଅଗ୍ରଗତି ନୈରାଶ୍ୟଜନକ: ଜିଲାସ୍ତରୀୟ କମିଟିର ନିଷ୍ପତ୍ତି ମାନୁନାହାନ୍ତି ବ୍ୟାଙ୍କ, ନିଯୁକ୍ତି ସୁଯୋଗ ସୃଷ୍ଟି ସଙ୍କୁଚିତ

ଯାଜପୁର ଅଫିସ,୧୬ା୬- ପ୍ରଧାନମନ୍ତ୍ରୀ କର୍ମନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ଯୋଜନା। ସ୍ଥାନୀୟ ସମ୍ବଳକୁ ବ୍ୟବହାର କରି ଆମତ୍ନିଯୁକ୍ତି ଓ ନିଯୁକ୍ତି ସୁଯୋଗ ସୃଷ୍ଟି...

ଗାଁ ଦାଣ୍ଡରେ ଜମି ରହିଛି ବର୍ଜ୍ୟଜଳ : ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଅସନ୍ତୋଷ, ଡ୍ରେନେଜ୍‌ ଦାବି

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅସରଳା ଗ୍ରାମଦାଣ୍ଡରେ ବର୍ଜ୍ୟଜଳ ନିଷ୍କାସିତ ନ ହୋଇ ଗାଁ ଦାଣ୍ଡରେ ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଉପଯୁକ୍ତ ଡ୍ରେନେଜ୍‌...

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ...

ବଜାଜ୍‌ ପ୍ଲାଟିନା ଏଚ୍‌ ଗିଅରର ବଜାର ପ୍ରବେଶ

କାମାକ୍ଷାନଗର, ୨୧।୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଶ୍ରୀକୃଷ୍ଣ ଅଟୋ ପକ୍ଷରୁ ଶୁକ୍ରବାର ବଜାଜ ଅଟୋ କମ୍ପାନୀର ନୂତନ ମଡେଲ ବାଇକ୍‌ ‘ବଜାଜ ପ୍ଲାଟିନା ଏଚ୍‌...

୮୫ ନଂ. ବୁଥରେ ପୁନଃ ମତଦାନ

ତାଳଚେର,୧୯।୫(ନି.ପ୍ର)- ତାଳଚେର ବ୍ଲକ ଜନ୍ଦାବାହଳ ଗ୍ରାମର ୮୫ ନଂ. ବୁଥରେ ରବିବାର ପୁନଃ ମତଦାନ ଚାଲିଛି। ମତଦାନମାନେ ଲାଇନରେ ଛିଡ଼ା ହୋଇ ଭୋଟ ଦେବାକୁ ଯାଇଥିବା...

ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ...

ବ୍ଲଡ୍‌ ବ୍ୟାଙ୍କ ପ୍ରତିଷ୍ଠା ଦିବସ: କୁପନ ଦେଲେ ବି ମିଳୁନି ରକ୍ତ

ନୟାଗଡ଼ ଅଫିସ, ୭।୭-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବ୍ଲଡ଼ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଶନିବାର ସିଡିଏମ୍‌ଓଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ବ୍ଲଡ଼ ବ୍ୟାଙ୍କ...

Leave a comment

Your email address will not be published. Required fields are marked *