Posted inଜାତୀୟ

ନୀରବ ମୋଦିଙ୍କ ୪ ସୁଇସ୍‌ ବ୍ୟାଙ୍କ ଖାତା ଅଚଳ: ଥିଲା ୨୮୩ କୋଟି ଜମା

ନୂଆଦିଲ୍ଲୀ,୨୭।୬: ପଳାତକ ଘୋଷିତ ନୀରବ ମୋଦି ଏବଂ ତାଙ୍କ ଭଉଣୀ ପୂର୍ବୀ ମୋଦିଙ୍କର ୪ ସୁଇସ୍‌ ବ୍ୟାଙ୍କ ଖାତାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଅଚଳ କରି ଦିଆଯାଇଛି। ଏଥିରେ ୨୮୩.୧୬ କୋଟି ଟଙ୍କା ଜମା ଥିବା କୁହାଯାଉଛି। ପଞ୍ଜାବ ନ୍ୟାସନାଲ୍‌ ବ୍ୟାଙ୍କରୁ ୧୩ ହଜାର କୋଟି ଟଙ୍କା ଠକି ନେଇ ନୀରବ ଭାରତ ଛାଡି ଚାଲିଯାଇଥିଲେ। ଏନେଇ ସୁଇସ୍‌ ବ୍ୟାଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ ଭାରତର ଅନୁରୋଧକ୍ରମେ ନୀରବ ଏବଂ ତାଙ୍କ ଭଉଣୀଙ୍କ ବ୍ୟାଙ୍କ ଜମା ଖାତାକୁ ଅଚଳ କରି ଦିଆଯାଇଛି।


All Right Reserved By Dharitri.Com

ବର୍ଷକୁ ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ ଶହେ ଦିନ ଛୁଟି: ସରକାର ଗଠନ କରିଛନ୍ତି କମିଟି

ନୂଆଦିଲ୍ଲୀ,୨୯।୧୨: ଏଣିକି ସିଆର୍‌ପିଏଫ୍‌ ଯବାନମାନେ ବର୍ଷକୁ ଶହେ ଦିନ ଛୁଟି ପାଇପାରିବେ। ଏପ୍ରସ୍ତାବ ଉପରେ ବିଚାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ କମିଟି...

ମସଜିଦ୍‌ ନିର୍ମାଣ ପାଇଁ ୫ ସ୍ଥାନ ଚୟନ କଲେ ଯୋଗୀ ସରକାର

ଅଯୋଧ୍ୟା,୩୧।୧୨: ରାମ ମନ୍ଦିର ମାମଲାର ଚୂଡ଼ାନ୍ତ ରାୟରେ ମସଜିଦ୍‌ ନିର୍ମାଣ ପାଇଁ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ...

ଚୟନାତ୍ମକ ଆକ୍ରୋଶ ଓ ମିଥ୍ୟା ବର୍ଣ୍ଣନାକୁ ବିରୋଧ: ମୁହଁ ଖୋଲିଲେ ୬୨ ସେଲିବ୍ରିଟି

ମୁମ୍ବାଇ,୨୭ା୭(ପି.ଟି.): ସଂଖ୍ୟାଲଘୁ ଓ ଦଳିତଙ୍କ ବିରୋଧରେ ଭିଡ଼ହିଂସାକୁ ନେଇ ୪୯ ସେଲିବ୍ରିଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କଠୋର କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ।...

୫ ପଡ଼ୋଶୀ ରାଷ୍ଟ୍ରକୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ବ୍ୟତୀତ ଅନ୍ୟ ୫ଟି ପଡୋଶୀ ଦେଶର ୭ ଜଣ ନେତାଙ୍କୁ ଫୋନ୍‌ ଯୋଗେ ଅଭିନନ୍ଦନ ଜଣାଇଛନ୍ତି।...

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର...

ଦିବ୍ୟାଙ୍ଗଙ୍କ ଭିଡିଓ ଶେୟାର୍‌ କରି କାନ୍ଦିପକାଇଲେ ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୨୪।୯: ଭାରତର ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ୍‌ ମିଡିଆରେ ବେଶ୍‌ ସକ୍ରିୟ ଥା’ନ୍ତି। ଅନେକଥର ବିଭିନ୍ନ ସାମାଜିକ ଘଟଣାକୁ ନେଇ ସେ ଫଟୋ କିମ୍ବା...

ସ୍ପାଇସ୍‌ ଜେଟ୍‌ ବିମାନର ଜରୁରୀକାଳୀନ ଅବତରଣ: ରନ୍‌ଓ୍ବେରେ ଫାଟିଲା ଟାୟାର

ଜୟପୁର, ୧୨।୬: ରାଜସ୍ଥାନ ଜୟପୁର ବିମାନ ବନ୍ଦରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଦୁବାଇ-ଜୟପୁର ଯାଉଥିବା ସ୍ପାଇସ୍‌ ଜେଟ୍‌ ବିମାନ ଜରୁରୀକାଳୀନ ଅବତରଣ କରିଛି।...

‘ପେହଲୁ ଖାନ୍‌ ମରିନାହାନ୍ତି’

ଜୟପୁର,୧୫ା୮: ଗୋରୁ ବ୍ୟବସାୟୀ ପେହଲୁ ଖାନ୍‌ଙ୍କୁ ଦୁଇବର୍ଷ ତଳେ କେହି ମାରିନାହାନ୍ତି। ଅର୍ଥାତ ସେ ମରିନାହାନ୍ତି। ରାଜସ୍ଥାନର ଏହି ବହୁଚର୍ଚ୍ଚିତ ଭିଡ଼ହିଂସା ମାମଲାରେ ଅଲଓ୍ବର କୋର୍ଟ...

Leave a comment

Your email address will not be published. Required fields are marked *