ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର ପୃଷ୍ଟି, ସନ୍ତୋଷ ମହାରଣା, ଆର୍‌ ରମେଶ ରେଡ୍ଡୀ, ଶିବରାମ ନାଏକ ଏବଂ ସୁରେଶ ସାହୁଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।


All Right Reserved By Dharitri.Com

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର...

ଫାର୍ମ ହାଉସରୁ ଚୋରି: ୧୨ ଗିରଫ; ଗ୍ୟାସ ସିଲିଣ୍ଡର, ଲାପ୍‌ଟପ, ପାଣିପମ୍ପ ଜବତ

ବାରଙ୍ଗ,୧୦।୧୧(ଡି.ଏନ୍‌.ଏ.): ଚନ୍ଦକା ଥାନା ଅନ୍ତର୍ଗତ ଏସ୍‌ଓଜି ନିକଟ ଏକ ଫାର୍ମ ହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି।...

ନଦୀରେ ଯୁବତୀ ନିଖୋଜ ଅଭିଯୋଗ

ହିଞ୍ଜିଳିକାଟୁ,୧୮ା୮(ଡି.ଏନ୍‌.ଏ.)-ହିଞ୍ଜିଳି ଥାନା ଖରିଡ଼ା ଗ୍ରାମର ଜଣେ ଯୁବତୀ ରବିବାର ସକାଳେ ଋଷିକୁଲ୍ୟା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯୁବତୀ...

ସିରିଜ୍‌ ଏଟିଏମ୍‌ ଲୁଟ୍‌ ଘଟଣା ବର୍ଷେ ପୂରିଲା; ୫ କାଉଣ୍ଟରରୁ ୧୭ ଲକ୍ଷ ଲୁଟ୍‌

ବ୍ରହ୍ମପୁର ଅଫିସ,୧ା୭-  ୨୦୧୮ ଜୁନ ୨୬ ତାରିଖରେ ବ୍ରହ୍ମପୁର ସହର ଓ ସହର ତଳି ଅଞ୍ଚଳର ୬ ଏଟିମ୍‌ କାଉଣ୍ଟରକୁ ଲୁଟେରାମାନେ ଟାର୍ଗେଟ କରିଥିଲେ। ସେଥିମଧ୍ୟରୁ...

ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ...

୮୦ ବିସ୍ଥାପିତ ଶ୍ରମିକଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର, ୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ।...

ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ: ଜେଲଗଲେ ୨ ଯୁବକ

ଆସିକା,୨୦ା୧୧(ଡି.ଏନ୍‌.ଏ.):  ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ...

ନଦୀର ଶତ୍ରୁ ବାଲି ମାଫିଆ

ବ୍ରହ୍ମପୁର ଅଫିସ୍‌,୧୬ା୯-କେବଳ ଋଷିକୁଲ୍ୟା ନୁହେଁ, ଗଞ୍ଜାମ ଜିଲାର ଅନ୍ୟାନ୍ୟ ନଦୀଗୁଡ଼ିକର ସୁରକ୍ଷା ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାଫିଆମାନେ ବେଧଡ଼କ ଭାବେ ନଦୀ ବାଲି...

Leave a comment

Your email address will not be published. Required fields are marked *