Posted inଜାତୀୟ

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ

ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି ଚାଳକକୁ ବଞ୍ଚାଇବା ଚକ୍କରରେ ଏକ ଟେମ୍ପୋ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡିଥିଲା। ଖବର ପାଇ ପୋଲିସ ଏବଂ ଏନଡିଆରଏଫ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାଡିରେ ମୋଟ ୧୮ ଜଣ ଯାତ୍ରୀ ଥିଲେ। ଆହତ ୭ ଜଣଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି।


All Right Reserved By Dharitri.Com

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା...

ଶ୍ରୀଲଙ୍କା ବିସ୍ଫୋରଣ ପରେ ବେଙ୍ଗାଲୁରରେ ହାଇ ଆଲର୍ଟ ଜାରି

ବେଙ୍ଗାଲୁର,୨୭।୪: ଶ୍ରୀଲଙ୍କାରେ ଗତ ୨୧ ତାରିଖରେ ହୋଇଥିବା ବିସ୍ଫୋରଣ ପରେ ବେଙ୍ଗାଲୁର ଓ ମୈସୂରୁରେ ହାଇ ଆଲର୍ଟ ଜାରି କରାଯାଇଛି। କର୍ନାଟକର ଦକ୍ଷିଣାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା...

ରାଜ୍ୟରେ ନାହାନ୍ତି ଜଣେ ବି କରୋନା ରୋଗୀ: ନିର୍ମାଣ ହେଲାଣି ଆଇସୋଲେଶନ ସେଣ୍ଟର

ଗୁଆହାଟୀ,୨୬।୭: କରୋନା ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ଭାରତରେ ସବୁ ରାଜ୍ୟରେ...

ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ

ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ...

ଜାପାନୀ ଜ୍ୱର ୪୦ ବର୍ଷରେ ନେଇଛି ୧୦ ହଜାର ଜୀବନ: ବାହାରିଲା ଔଷଧ

ପାନିପଥ,୪।୬: ଗତ ୪୦ବର୍ଷ ମଧ୍ୟରେ ଜାପାନୀ ଜ୍ୱର ବା ଜାପାନୀ ଇନସେଫ୍ଲାଇଟିସ୍‌ ଦେଶରେ ୧୦ ହଜାରଲୋକଙ୍କ ଜୀବନ ନେଇଛି। ସମ୍ପ୍ରତି ହରିୟାଣା ମାନେସରସ୍ଥିତ ବ୍ରେନ୍‌ ରିସର୍ଚ୍ଚ...

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌...

ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ,୩୦ା୧୦: ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ସୁରକ୍ଷା ସଂସ୍ଥା ପକ୍ଷରୁ ସତର୍କ କରାଯିବା ପରେ କଡ଼ା ସୁରକ୍ଷା...

ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ଲକ୍ଷ୍ନୌ,୨୯।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ମୁମ୍ବାଇରୁ ୧୫୦୦ କିଲୋମିଟର...

Leave a comment

Your email address will not be published. Required fields are marked *