କରୋନା ଲାଗି ୩,୧୩୬ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୫।୧୦(ବ୍ୟୁରୋ): କରୋନା ସମୟରେ ଗତ ମାର୍ଚ୍ଚ ଠାରୁ ଏବେସୁଦ୍ଧା ପ୍ରାୟ ୩,୧୩୬ଟି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ବନ୍ଦ ଥିବା ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ କେତେ କର୍ମଚାରୀ ଏବଂ ଶ୍ରମିକ ନିଯୁକ୍ତି ହରାଇଛନ୍ତି ଏବଂ କେତେ କ୍ଷୟକ୍ଷତି ହୋଇଛି ତାହାର ତଥ୍ୟ ରାଜ୍ୟ ସରକାରଙ୍କ ପାଖରେ ଉପଲବ୍ଧ ନ ଥିବା ମନ୍ତ୍ରୀ କହିଛନ୍ତି। ବ୍ୟବସାୟରେ କ୍ଷତି ସହି ସାମୟିକଭାବେ ବନ୍ଦ ଥିବା ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ସେପ୍ଟେମ୍ବର ୨୫ତାରିଖ ସୁଦ୍ଧା କେନ୍ଦ୍ରୀୟ ଯୋଜନା ମାଧ୍ୟମରେ ୧,୬୧,୦୦୦ଟି ଏମ୍‌ଏସ୍‌ଏମ୍‌ଇକୁ ୨୮୦୦କୋଟି ଟଙ୍କାର ଋଣ ମଞ୍ଜୁର ଦିଆଯାଇଛି। ଏହାଦ୍ୱାରା ସେମାନେ ବ୍ୟବସାୟର ପୁନଃଆରମ୍ଭ କରିପାରିବେ ବୋଲି ମନ୍ତ୍ରୀ ମିଶ୍ର ବିଧାୟକ ନବଚରଣ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri