Posted inଜାତୀୟ

ମୁଲାୟମ ସିଂ ଅସୁସ୍ଥ

ଲକ୍ଷ୍ନୌ,୨୬।୪: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଶୁକ୍ରବାର ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ଲକ୍ଷ୍ନୌର ପିଜିଆଇରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏମରଜେନ୍ସି ଓ୍ବାର୍ଡରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ତାଙ୍କର ଇଲେକ୍ଟ୍ରୋ ଏନ୍‌ସେଫାଲୋଗ୍ରାମ ହୋଇଥିବା ବେଳେ ପରେ ଏମ୍‌ଆର୍‌ଆଇ ହେବ ବୋଲି କୁହାଯାଉଛି।


All Right Reserved By

ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିବାରୁ ତଡା ଖାଇଲେ ଯୁବକ: ସେହି ରାଗରେ କଲେ ଏମିତି

ଲକ୍ଷ୍ନୌ, ୨୬।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକଙ୍କୁ ବିନା ନିମନ୍ତ୍ରଣରେ ଇଫତାର୍‌ ପାର୍ଟିରେ ପହଞ୍ଚିଯାଇଥିବାରୁ ତଡା ଖାଇବାକୁ...

ଖଟିଆରେ ବୁହାହୋଇ ଆସୁଥିବା ଗର୍ଭବତୀ ଅଧାବାଟରେ କଲେ ପ୍ରସବ; ଭିଡ଼ିଓ ଭାଇରାଲ

ଗୁଆହାଟୀ,୯।୯: ଆସାମରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। କେତେକ ଦୁର୍ଗମ ଅଞ୍ଚଳରେ ଲୋକଙ୍କୁ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଇବା ଅସମ୍ଭବ ହୋଇପଡୁଛି। ସମ୍ପ୍ରତି ସ୍ଥାନୀୟ ଉଦରଗୁରି...

ତେଲେଙ୍ଗାନାରେ କେସିଆର୍‌ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ

ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା...

ସେନାଧ୍ୟକ୍ଷ ବିପିନ ରାଓ୍ବତଙ୍କ ସହ କଥା ହେଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ରବିବାର ତଙ୍ଗଧାର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତୀୟ ସେନା ଏହାର କଡା ଜବାବ ଦେଇଛନ୍ତି। ଏହାପରେ ସୀମାର ସ୍ଥିତିକୁ ନେଇ...

ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେପକାଇଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୪।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେ ପକାଇଛନ୍ତି। ଭାରତୀୟ ସେନାରେ କାମ କରୁଥିବା ବେଳେ ସେ ଜଣେ...

ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ...

ପଶ୍ଚିମବଙ୍ଗ ହିଂସା: ୫୦ ଜୀବନ୍ତ ବୋମା ଉଦ୍ଧାର କଲା ପୋଲିସ

କୋଲକାତା,୨୪।୬: ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ନିକଟରୁ ପୋଲିସ ସୋମବାର ୫୦ଟି ଜୀବନ୍ତ ବୋମା ଉଦ୍ଧାର କରିଥିବା ସୂଚନା ମିଳିଛି। ଭାତପରା ପୋଲିସ ଷ୍ଟେଶନ ଅଧିନରେ...

ଘୂର୍ଣ୍ଣି ଝଡ଼ ତାଣ୍ଡବ: ୩ ରାଜ୍ୟରେ ୩୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୭।୪: ଦେଶର ବିଭିନ୍ନ ରାଜସ୍ଥାନ ମଧ୍ୟପ୍ରଦେଶ ଏବଂ ଗୁଜରାଟରେ ଘୂର୍ଣ୍ଣିଝଡ଼ ତାଣ୍ଡବ ରଚିଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ଘଟିଛି। କେତେକ ଅଞ୍ଚଳରେ ପ୍ରବଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *