ସମୁଦ୍ରରୁ ବାହାରିବ ୩୧୫ବର୍ଷର ଜାହାଜ, ଭରି ରହିଛି ମୂଲ୍ୟବାଦ ଧାତୁ

ବୋଗଟା, ୮।୧୧: ସମୁଦ୍ରରେ ବୁଡିଯାଇଥିବା ୩୧୫ବର୍ଷର ଜାହାଜ ବାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। କଲମ୍ବିଆ ସରକାର କ୍ୟାରିବିୟାନ ସମୁଦ୍ରରେ ବଡିଯାଇଥିବା ‘ସ୍ୟାନ ଜୋସେ’ ଜାହାଜକୁ ବାହାର କରିବେ ।
ଜାହାଜରେ ସୁନା, ରୁପା ସମେତ ବିଭିନ୍ନ ମୂଲ୍ୟବାନ ଧାତୁ ଭରି ରହିଛି ବୋଲି ଜଣାପଡିଛି। ଏହାର ଓଜନ ୨୦୦ ଟନ ହେବ । ବଜାର ମୂଲ୍ୟ ଅନୁସାରେ ଏହା ୨ ହଜାର କୋଟି ଡଲାର ବା ୧.୬୬ ଲକ୍ଷ କୋଟି ଟଙ୍କାର ହେବ । ୧୭୦୮ରେ ଏହି ଜାହାଜ କିଙ୍ଗ ଫିଲିପ ୫ଙ୍କ ଥିଲା । ଯୁଦ୍ଧ ବେଳେ ବ୍ରିଟିଶ ନୌସେନାର ଆକ୍ରମଣରେ ଏହି ଜାହାଜ ବୁଡିଯାଇଥିଲା । ସ୍ପେନରେ ଏହି ଜାହାଜରେ ସେତେବେଳେ ୬୦୦ ଲୋକ ଥିଲେ । ମାତ୍ର ୧୧ଲୋକଙ୍କୁ ଛାଡି ଅନ୍ୟ ସମସ୍ତେ ପ୍ରାଣ ହରାଇଥିଲେ ।

୨୦୧୫ରେ କଲମ୍ବିଆ ନୌସେନା ବୁଡାଳିଙ୍କୁ ଏହି ଜାହାଜର ଭଗ୍ନାବଶେଷ ୩୧ ହଜାର ଫୁଟ ତଳେ ମିଳିଥିଲା । ବର୍ତ୍ତମାନ ଏହି ଜାହାଜ ଉପରେ ୪ଟି ଦେଶ ସ୍ପେନ, କଲମ୍ବିଆ ଏବଂ ବଲିଭିଆର କହାରା ମାଲିକାନା ଜାହିର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri