ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ରାତି ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଏକ ଟ୍ରେଲର ସମ୍ମୁଖରୁ ଧକ୍କା ଦେଇଥିବାରୁ ଦୁର୍ଘଟଣା ହୋଇଛି। ବସରେ ଥିବା ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ। ୨ ଟି ଆମ୍ବୁଲାନ୍ସରେ ଆହତମାନଙ୍କୁ ପ୍ରଥମେ ବେତନଟୀ ଚିକିତ୍ସାଳୟ ଓ ପରେ ବାରିପଦା ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଅଣାଯାଇଛି ।


All Right Reserved By Dharitri.Com

ହଷ୍ଟେଲରୁ ଛାତ୍ର ନିଖୋଜ ଘଟଣା: ବିଦ୍ୟାଳୟ ଘେରିଲେ ଶତାଧିକ ମହିଳା

ଜଳେଶ୍ୱର, ୨୩।୭(ଡି.ଏନ.ଏ.)-ଜଳେଶ୍ୱର ସହର ବଡ଼ବଜାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ହଷ୍ଟେଲରେ ରହୁଥିବା ଅଷ୍ଟମ ଶ୍ରେଣୀ ଛାତ୍ର ତଥା ଭୋଗରାଇ ଥାନା ଅଧିନ ହାଣ୍ଡିପଡ଼ା ଗ୍ରାମନିବାସୀ କାହ୍ନୁ...

ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ତୁମୁଳକାଣ୍ଡ: ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୩।୧୧-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଲେଶ୍ୱର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ...

ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ, ୨୨।୬:  ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ...

ଅଦରକାରୀ ପଦାର୍ଥରୁ ଆକର୍ଷଣୀୟ ସାମଗ୍ରୀ: କର୍ମଶାଳାରେ ପ୍ରସ୍ତୁତ କଲେ ଛାତ୍ରୀଛାତ୍ର

ସୋର, ୩।୧୧(ଡି.ଏନ.ଏ.)-ସୋରସ୍ଥିତ ବାଗୁଡ଼ି ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଦୁଇଦିନିଆ କୋଲାଜ ପେଣ୍ଟିଂ କର୍ମଶାଳା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ଏହାକୁ ବରିଷ୍ଠ ଶିଳ୍ପୀ ରତିକାନ୍ତ ଦାଶ...

ହିତାଧିକାରୀଙ୍କୁ ଅନୁଦାନ ମିଳିବାରେ ବିଳମ୍ବ: ଅସନ୍ତୋଷ ପ୍ରକାଶ କଲେ ହାଟଡ଼ିହୀ ବିଡିଓ

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳୀ ପଞ୍ଚାୟତରେ ପାଇଖାନା ନିର୍ମାଣ କରିସାରିବା ପରେ ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ଧାର୍ଯ୍ୟ ଅନୁଦାନ ପ୍ରଦାନ କରିବାରେ ବିଳମ୍ବ...

ଘରପୋଡି କ୍ଷତିଗ୍ରସ୍ତଙ୍କୁ ସରକାରୀ ଆବାସ ଯୋଜନା ଦାବି

ଆନନ୍ଦପୁର,୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ନପଙ୍ଗା ଗ୍ରାମରେ ଅଗ୍ନିକାଣ୍ଡରେ ଗତ ମାର୍ଚ୍ଚ ୨୫ ତାରିଖରେ ୫ ପରିବାରର ୧୦ ବଖରା ଘର...

ଟ୍ରେନରୁ ଧରାପଡ଼ିଲେ ୨ ନାବାଳକ ଲୁଟେରା

ବାଲେଶ୍ୱର ଅଫିସ, ୧।୭-ଏକ ନାବାଳକ ଲୁଟେରା ଗ୍ୟାଙ୍ଗ ଦ୍ୱାରା ଚଳନ୍ତା ରେଳଗାଡ଼ିରୁ ମୋଇବାଲ ଫୋନ୍‌ ଚୋରି ଘଟଣା ପଦାକୁ ଆସିଛି। ଏହି ସୂଚନାକୁ ଆଧାର କରି...

୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ଠକେଇ

ଖଇରା, ୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସାରଡାଙ୍ଗ, ନନ୍ଦୁର, ଝିଙ୍କିରିଆ, ସୁଣ୍ଢିରା ଆଦି ପଞ୍ଚାୟତର ଚାଷୀମାନଙ୍କଠାରୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ନେଇ ଅର୍ଥ...

Leave a comment

Your email address will not be published. Required fields are marked *