Posted inଜାତୀୟ

ଟ୍ରମ୍ପଙ୍କୁ ଭେଟିଲେ ମୋଦି: ଟ୍ରମ୍ପ୍‌ କହିଲେ, ଭାରତ ଏବଂ ଆମେରିକା ଭଲ ବନ୍ଧୁ

ଓସାକା,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାପାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ମୋଦି ପ୍ରଥମେ ଭାରତ, ଜାପାନ ଏବଂ ଆମେରିକା ମଧ୍ୟରେ ତ୍ରିପାକ୍ଷିକ ଆଲୋଚନା କରିଥିଲେ। ଏଥିରେ ଟମ୍ପ୍‌ ଏବଂ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଭାଗ ନେଇଥିଲେ। ଗତ ନିର୍ବାଚନରେ ଐତିହାସିକ ବିଜୟ ଲାଭ କରିଥିବା ମୋଦି ଏବଂ ଆବେଙ୍କୁ ଶୁଭେଚ୍ଛା ଜଣାଇଥିଲେ ଟମ୍ପ୍‌। ଏହାପରେ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଭାରତ ଏବଂ ଆମେରିକା ଭଲ ବନ୍ଧୁ ବୋଲି କହିଥିଲେ ଟ୍ରମ୍ପ। ଦୁଇ ଦେଶ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବ ବୋଲି ସେ ଆଶାବାଦୀ ଥିବା କହିଛନ୍ତି।


All Right Reserved By

ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ

ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ...

କଂଗ୍ରେସକୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଗୁଜରାଟ ରାଜ୍ୟ ସଭା ଉପନିର୍ବାଚନ ଏକାଠି କରାଇବା ଆବେଦନ ଖାରଜ

ନୂଆଦିଲ୍ଲୀ,୨୫।୬: ସୁପ୍ରିମ୍‌କୋର୍ଟଙ୍କ ରାୟ ଯୋଗୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଗୁଜରାଟର ୨ଟି ରାଜ୍ୟ ସଭା ଆସନ ପାଇଁ ଉପନିର୍ବାଚନ ଏକାଠି କରାଇବା ଲାଗି କଂଗ୍ରେସ ପକ୍ଷରୁ...

କୃଷ୍ଣସ୍ବାମୀ ନଟରାଜନ୍‌ ଭାରତୀୟ ତଟରକ୍ଷୀ ବାହିନୀ ଡିଜି ନିଯୁକ୍ତ

ନୂଆଦିଲ୍ଲୀ, ୨୫।୬: ଭାରତୀୟ ତଟରକ୍ଷୀ ବାହିନୀ ଡିଜି ଭାବେ କୃଷ୍ଣସ୍ବାମୀ ନଟରାଜନ୍‌ଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଡିଜି ଭାବେ କାର୍ଯ୍ୟ କରୁଥିବା ରାଜେନ୍ଦ୍ର ସିଂଙ୍କ...

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

ସ୍ବଚ୍ଛତା ଅଭିଯାନ: ଇନ୍ଦୋରରେ ଆରମ୍ଭ ହେଲା ବାସନକୁସନ ବ୍ୟାଙ୍କ

ଇନ୍ଦୋର,୨୩।୭: ସ୍ବଚ୍ଛ ସହର ଭାବେ ଲଗାତାର ୪ର୍ଥ ଥର ପାଇଁ ଏକ ନମ୍ବର ସ୍ଥାନରେ ରହିଥିବା ଇନ୍ଦୋର ପକ୍ଷରୁ ପରିବେଶ ସୁରକ୍ଷା ପାଇଁ ଏକ ନୂତନ...

ନୋବେଲ ପୁରସ୍କାର ପାଇଁ ୧୧ଥର ଆବେଦନ କରିଥିଲେ ନେହେରୁ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପୁଣ୍ୟ ତିଥି ସୋମବାର ପାଳିତ ହୋଇଛି। ପୃଥିବୀର ସର୍ବଶ୍ରେଷ୍ଠ ପୁରସ୍କାର ନୋବେଲ ପାଇଁ ନେହେରୁ ୧୧ଥର ଆବେଦନ...

ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ...

ହୋଇପାରିଲା ନାହିଁ ଆସ୍ଥା ଭୋଟ: ରାତିସାରା ବିଧାନସଭାରେ ଶୋଇଲେ ବିଧାୟକ

ବେଙ୍ଗାଲୁରୁ,୧୯।୭: ଗୁରୁବାର ଦିନ ଶେଷ ସୁଦ୍ଧା ଟ୍ରଷ୍ଟ ଭୋଟ ସାରିବା ପାଇଁ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ନିର୍ଦ୍ଦେଶକୁ ବାଚସ୍ପତି କେଆର ରମେଶ କୁମାର ନ ମାନିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *