କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୦ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫୧ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨ ଏବଂ ମୟୂରଭଞ୍ଜରୁ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ଭଦ୍ରକ ୧, ବଲାଙ୍ଗୀର ୧୦, ଢେଙ୍କାନାଳ ୪, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୪, ଯାଜପୁର ୯, ଝାରସୁଗୁଡ଼ା ୨, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୮, ମାଲକାନଗିରି ୧, ନୟାଗଡ଼ ୩, ପୁରୀ ୨, ରାୟଗଡ଼ା ୧, ସମ୍ବଲପୁରର ୭, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୧,୭୭୩ରେ ପହଞ୍ଚିଥିବା ବେଳେ ୧୦,୨୯,୧୪୭ଜଣ ସୁସ୍ଥ ହୋଇଛନ୍ତି। ୪୨୩୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି ଛାତ୍ରଙ୍କ ଭିଡିଓ ଭାଇରାଲ ପରେ ଖୋଲୁଛି ସରକାରୀ ବିଦ୍ୟାଳୟର ଗୁମର

ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି  ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ...

ପରୀ ପ୍ରସଙ୍ଗ: ଆନ୍ଦୋଳନ ଜିଦ୍‌ରେ ଭାଜପା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ନୟାଗଡ଼ ଜିଲାର ପରୀ ହତ୍ୟାକାଣ୍ଡକୁ ନେଇ ରାଜନୈତିକ ଲଢ଼େଇ ଥମିବାର ନଁା ଧରୁନାହିଁ। କିନ୍ତୁ ବିଧାନସଭାରେ ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟରେ ମତଭେଦ...

ଓଡ଼ିଶାରେ ନକଲି ଡାକ୍ତରୀ ସାର୍ଟିଫିକେଟ ର଼୍ୟାକେଟ

ଭୁବନେଶ୍ୱର,୨୮।୭ (ବ୍ୟୁରୋ): ଓଡ଼ିଶା କାଉନ୍‌ସିଲ୍‌ ଫର୍‌ ମେଡିକାଲ ରେଜିଷ୍ଟ୍ରଶନ (ଓସିଏମ୍‌ଆର୍‌) ନାଁରେ ଜାଲ୍‌ ଓ୍ବେବ୍‌ସାଇଟ୍‌ ଖୋଲି ଦିଆଯାଉଛି ନକଲି ଡାକ୍ତରୀ ସାର୍ଟିଫିକେଟ। ଉକ୍ତ ସାର୍ଟିଫିକେଟରେ ଏକାଧିକ...

ଆସନ୍ତା ୩୧ରେ ୧୧ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୭।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ପ୍ରାର୍ଥିପତ୍ର ପ୍ରତ୍ୟାହାରର ମଙ୍ଗଳବାର ଥିଲା ଶେଷ ତାରିଖ। ଏହି ଦିନ ୩ ଜଣ...

ଚିକିତ୍ସା ପାଇଁ ଡାକ୍ତରଖାନା ନେବାରେ ବିଳମ୍ବ: ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଯବାନ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ):  ରାଜ୍ୟକୁ ସୁରକ୍ଷା ଦେଉଥିବା ଜଣେ ଯବାନ ଏବେ ଅସୁରକ୍ଷିତ। ବ୍ରେନ୍‌ ଷ୍ଟ୍ରୋକ୍‌ର ଶିକାର ହୋଇଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ଠିକ୍‌ ସମୟରେ ମେଡିକାଲ ନିଆ...

ରଥ ନିର୍ମାଣ ସାମଗ୍ରୀର ଅନୁଧ୍ୟାନ କରାଯିବ

ତାଳଚେର,୨୮।୫(ନି.ପ୍ର.) ତାଳଚେରର ପ୍ରସିଦ୍ଧ ରଥଯାତ୍ରା ପାଳନ କରିବା ପାଇଁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା କମିଟି...

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ...

ମହାଶିବରାତ୍ରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ପୃଷ୍ଠାରେ ପ୍ରଭୁ ଲିଙ୍ଗରାଜ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରର...

Advertisement
Archives

Model This Week