ରିଲିଜ ହେଲା ‘ଆର୍ଟିକଲ-୧୫’

ଫିଲ୍ମ ଫ୍ରାଇଡେ’ରେ  ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ ସିହ୍ନାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମଟି ଜାତିଗତ ଭେଦଭାବ ଉପରେ ଆଧାରିତ। ପ୍ରଥମଥର ପାଇଁ ଏଥିରେ ଆୟୁଷ୍ମାନ ଜଣେ ପୋଲିସ ଅଫିସର ଭୂମିକାରେ ଅଭିନୟ କରିଛନ୍ତି। ଆୟୁଷ୍ମାନଙ୍କ ବ୍ୟତୀତ ଈଶା ତଲଓ୍ବାର, ସୟାନୀ ଗୁପ୍ତା, କୁମୁଦ ମିଶ୍ର ପ୍ରମୁଖ ସୁନ୍ଦର ଅଭିନୟ କରିଛନ୍ତି। କିଛି ଦର୍ଶକ ଫିଲ୍ମଟିକୁ ପ୍ରଶଂସା କରିଥିବାବେଳେ ଆଉ କିଛି ଏହା ହିନ୍ଦୁଧର୍ମ ବିରୋଧୀ ବୋଲି କହିଛନ୍ତି।


All Right Reserved By Dharitri.Com

ପରଲୋକରେ ହରର ଫିଲ୍ମ ନିର୍ଦ୍ଦେଶକ

ମୁମ୍ବାଇ,୧୮।୯: ବଲିଉଡ୍‌ରେ ୭୦ ଓ ୮୦ ଦଶକରେ ଆସିଥିବା ହରର ଫିଲ୍ମର ନିର୍ଦ୍ଦେଶକ ଶ୍ୟାମ ରାମସେଙ୍କ ବୁଧବାର ପରଲୋକ ହୋଇଛି। ୬୭ବର୍ଷ ବୟସରେ ଚିକିତ୍ସିତ ଅବସ୍ଥାରେ...

ମା’ଙ୍କ ନାଁରେ କ୍ୟାନସର୍‌ ହସ୍ପିଟାଲ୍‌ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍‌ ହସ୍ପିଟାଲ୍‌ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ...

ହସ୍ପିଟାଲରୁ ଘରକୁ ଫେରିଲେ ଅମିତାଭ, ଫଟୋ ଶେୟାର କରି ପ୍ରଶଂସକଙ୍କୁ ଜଣାଇଲେ ଧନ୍ୟବାଦ

ଅମିତାଭ ବଚ୍ଚନ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇର ନାନାବତୀ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଘରକୁ କାର୍‌ରେ ଯିବା ସମୟରେ ତାଙ୍କୁ ରାସ୍ତାରେ ସ୍ପଟ୍‌ କରାଯାଇଛି। ତାଙ୍କ...

ସଲମାନଙ୍କୁ ଏଭଳି ସ୍ଥିତିରେ ଦେଖି କାନ୍ଦିଥିଲେ ପିତା ସଲିମ୍‌ ଖାଁ

ବଲିଉଡ୍‌ ଦବଙ୍ଗ ଷ୍ଟାର୍‌ ସଲମାନ ଖାଁଙ୍କ ପିତା ତଥା ସଲିମ ଖାଁ ଆଜି ୮୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସଲମାନ ତାଙ୍କ ଖାସ୍‌...

ରାହୁଲ ବୋଷଙ୍କ ଘୋଷଣା: ଶରୀରର ପ୍ରତ୍ୟେକ ଅଙ୍ଗକୁ କରିବେ ଦାନ

ମୁମ୍ବାଇ: ଜନ୍ମ ହେଲେ ମୃତ୍ୟୁ ସୁନିଶ୍ଚିତ। ଏଣୁ ମୃତ୍ୟୁ ପରେ ବି ଅଙ୍ଗଦାନ ଦ୍ୱାରା ଜଣେ ଜୀବିତ ରହିପାରିବ ବୋଲି କୁହାଯାଏ। ପ୍ରଥମେ ଆଖିଦାନ କରି...

ସାମ୍ନାକୁ ଆସିଲା ସାରା-କାର୍ତ୍ତିକଙ୍କ ଆଉ ଏକ ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା ସାରା ଅଲି ଖାଁ ଓ ନାୟକ କାର୍ତ୍ତିକ ଆର୍ୟନ ଏବେ କଶ୍ମୀରର ସବୁଜିମା ଘେରା ପାହାଡି ଅଞ୍ଚଳରେ ସ୍ପଟ ହୋଇଛନ୍ତି। ଏମାନେ...

କ୍ୟାରିୟର ଅପେକ୍ଷା ବୟଫ୍ରେଣ୍ଡ୍‌ଙ୍କୁ ଅଧିକ ଗୁରୁତ୍ୱ ଦେଉଥିଲେ କ୍ୟାଟ୍ରିନା

ବଲିଉଡ଼ର ଆଗଧାଡ଼ିର ନାୟିକା କ୍ୟାଟ୍ରିନା ତାଙ୍କ ଆଗାମୀ ଫିଲ୍ମ ‘ସୂର୍ଯ୍ୟବଂଶୀ’ ପାଇଁ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ।...

ଶ୍ୱଶୁରଙ୍କ ମୃତ୍ୟୁ ପରେ କାଜଲଙ୍କ ମାଆ ହସ୍ପିଟାଲରେ ଭର୍ତ୍ତି

ଅଜୟ ଦେବଗନ ଏବଂ କାଜଲଙ୍କ ପରିବାରରେ ଖରାପ ସମୟ ପଡ଼ିଛି। ଶ୍ୱଶୁର ବୀରୁ ଦେବଗନଙ୍କ ମୃତ୍ୟୁକୁ ୩ ଦିନ ନ ପୂରୁଣୁ କାଜଲଙ୍କ ମାଆ ଏବେ...

Leave a comment

Your email address will not be published. Required fields are marked *