Posted inଜାତୀୟ

ବର୍ଷାରେ ବେହାଲ୍‌ ମାୟାନଗରୀ

ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ମୌସୁମୀ ଛୁଇଁବା ପରେ ମୁମ୍ବାଇବାସୀଙ୍କୁ ଗରମରୁ ଟିକେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ସକାଳେ ମୁମ୍ବାଇ, ପାଳଘର ସମେତ ବହୁ ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇଛି। ଏଥିଯୋଗୁ ଲୋକେ ଗରମରୁ ତ୍ରାହି ପାଇଥିବା ବେଳେ ଅନ୍ୟପଟେ ବଡ଼ ସମସ୍ୟା ସୃଷ୍ଟି ହୋଇଛି। ଭାରି ବର୍ଷା ଯୋଗୁ ଅନ୍ଧେରୀ, ଧରାବୀ, ବସଇ, କାନ୍ଦିବଲୀ, ବୋରବଲୀ ସମେତ ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି। ଫଳରେ ଲୋକମାନେ ବାହାରକୁ ବାହାରିବାରେ ଅସୁବିଧା ଉପୁଜିବା ସହ ରାସ୍ତାରେ ମଧ୍ୟ ଯାତାୟତରେ ବାଧା ସୃଷ୍ଟି ହୋଇଛି। ଏଥିପାଇଁ ରାସ୍ତାରେ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ଜାମ୍‌ ହୋଇଥିବା ଦେଖିବାକୁ ମିଳିଛି।


All Right Reserved By

ରାଜ୍ୟପାଳଙ୍କୁ ଭେଟିଲେ ଓମାର ଅବଦୁଲା: କହିଲେ ଅନୁଚ୍ଛେଦ ‘୩୫-ଏ’କୁ ନେଇ ଲୋକଙ୍କ ମନରେ ରହିିଛି ଶଙ୍କା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍‌ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ...

ଆଗେଇଛନ୍ତି ଥରୁର

ଥିରୁଭାନନ୍ତପୁରମ,୨୩।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମ ଆସନରୁ ପାଖାପାଖି ୧୩ ହଜାର ଭୋଟରେ ଆଗୁଆ ଥିବା ଜଣାପଡିଛି। ସାରା ଦେଶରେ ଦେଖିବାକୁ...

କଲେଜରେ ପିତା ଜୁନିୟର୍‌, ଝିଅ ସିନିୟର୍‌

ସାଧାରଣତଃ ପିଲାମାନଙ୍କୁ କଲେଜରେ ପାଠ ପଢାଇବାର ସ୍ବପ୍ନ ଦେଖିଥାନ୍ତି ପିତା। କିନ୍ତୁ ପିଲାମାନେ ଯଦି ନିଜ ଅଭିଭାବକଙ୍କୁ ପଢିବା ପାଇଁ ପ୍ରେରଣା ଯୋଗାଇଥାନ୍ତି ତେବେ ତାହା...

ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କୁ ଆମେରିକାରୁ ମିଳୁଛି ଅଫର୍‌

ନୂଆଦିଲ୍ଲୀ,୨୫।୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଜେଟ୍‌ ଏୟାରଓ୍ବେଜ୍‌ କିଛିଦିନ ତଳେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଫଳରେ ଏଥିରେ କାର୍ଯ୍ୟରତ ଥିବା ଶହ...

ଏବେ ସମାନ ନାଗରିକ ସଂହିତା ଓ ଅଯୋଧ୍ୟା ପ୍ରସଙ୍ଗ ଉପରେ ମୋଦି ସରକାରଙ୍କ ନଜର !

ନୂଆଦିଲ୍ଲୀ,୬।୮: ତିନି ତଲାକ୍‌ ପରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର। ଏବେ ମୋଦି ସରକାର ଦେଶରେ ସମାନ ନାଗରିକ ସଂହିତା...

୨୨୫ ଜଳକ୍ଳିଷ୍ଟ ଜିଲାରେ କେନ୍ଦ୍ରୀୟ ପ୍ରଭାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୭ା୬(ପି.ଟି.): କେତେଜଣ ଅତିରିକ୍ତ ଓ ଯୁଗ୍ମ ସଚିବଙ୍କ ସମେତ ୨୨୫ ବରିଷ୍ଠ ଅଧିକାରୀଙ୍କୁ ଜଳାଭାବ ଦେଖାଦେଉଥିବା ଜିଲାଗୁଡ଼ିକର ଇନ୍‌-ଚାର୍ଜ (ପ୍ରଭାରୀ) ଭାବେ କେନ୍ଦ୍ର ସରକାର ନିଯୁକ୍ତି...

ବଜେଟର ପ୍ରଥମ ସାଇଡ୍‌ ଇଫେକ୍ଟ: ଲାଗୁ ହେଲା ବର୍ଦ୍ଧିତ ତୈଳ ଦର

ନୂଆଦିଲ୍ଲୀ,୬।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ। ଏଥିରେ ସେ ପେଟ୍ରୋଲ ଓ ଡିଜେଲରେ ଏକ ଟଙ୍କା ସେସ୍‌ ଓ ଏକ...

ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ବିବାହ ନିମନ୍ତ୍ରଣ କାର୍ଡରେ ସୀତାରାମଙ୍କ ଫଟୋ ଛାପିଲେ ମୁସଲମାନ୍‌ ପରିବାର

ଲକ୍ଷ୍ନୌ,୨୫।୪: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ଉତ୍ତରପ୍ରଦେଶର ଏକ ମୁସଲମାନ୍‌ ପରିବାର ସଦସ୍ୟ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଶାହାଜାହାନ୍‌ପୁର ଚିଲୁଓ୍ବା ଗାଁରେ ବାସ କରୁଥିବା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *