Posted inଜାତୀୟ

ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ କହିଲେ ‘ମୁଁ ଶିବଙ୍କର ଜଣେ ବଡ଼ ଭକ୍ତ’

ବାରାଣସୀ, ୨୮।୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ ପାୟଲ ନାଥ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିଛନ୍ତି। ପୁଅ ଜାହିର ଅବଦୁଲ୍ଲା ଏବଂ ଜାମିରଙ୍କ ସହ ସେ କାଳଭୈରବ ଏବଂ ଅନ୍ନପୂର୍ଣ୍ଣା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ନିଜକୁ ଜଣେ ବଡ ଶିବଙ୍କ ଭକ୍ତ ବୋଲି କହିଛନ୍ତି ପାୟଲ। ତାଙ୍କ ଦୁଇ ପୁଅ ମଧ୍ୟ ମନ୍ଦିର ଦର୍ଶନ କରି ଆଧ୍ୟାତ୍ମିକ ବାତାବରଣରେ ମଜ୍ଜି ଯାଇଥିଲେ। ସେ କାଶୀରେ ୫-୬ଦିନ ରହି ବିଭିନ୍ନ ମନ୍ଦିରରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ଆଗକୁ ଦେଶର ବିଭିନ୍ନ ଯାଗାରେ ଥିବା ଶୈବ ପୀଠ ଦର୍ଶନ କରିବାର ଯୋଜନା ଅଛି ବୋଲି ପାୟଲ କହିଛନ୍ତି।


All Right Reserved By

ମିଶନ କଶ୍ମୀର: ଧାରା ୩୭୦ ହଟାଇବା ତଥା ଜମ୍ମୁ-କଶ୍ମୀର ପୁନର୍ଗଠନ ପାଇଁ ସୂଚନା ଦେଲେ ଶାହ; ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସରକାର ବଡ଼ ଘୋଷଣା କରିଛନ୍ତି। ଏହି ମର୍ମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ସରକାରଙ୍କ ଯୋଜନା ସୋମବାର...

ଅରୁଣାଚଳ ପ୍ରଦେଶରେ ଉଗ୍ରବାଦୀଙ୍କ ପକ୍ଷରୁ ବିସ୍ଫୋରଣ: ବିଧାୟକଙ୍କ ସମେତ ୧୧ ମୃତ

ଇଟ୍ଟାନଗର, ୨୧।୫: ଅରୁଣାଚଳ ପ୍ରଦେଶର ବିଧାୟକ ତିରୋଙ୍ଗ ଅବୋଙ୍କ ରାଲିରେ ଭୟାନକ ବିସ୍ଫୋରଣ ଘଟିଛି। ଏଥିରେ ବିଧାୟକଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର...

ବିବାହ ପରେ ବି ପ୍ରେମରେ ପଡିଥିଲେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ

ବଲିଉଡ୍‌ ପ୍ରେମ କାହାଣୀ ଯେତିକି ରୋଚକପୂର୍ଣ୍ଣ ଭାରତୀୟ ରାଜନେତାଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ରୋମାଞ୍ଚକର। ଏଠି ଅଧିକାଂଶ ନେତା ପ୍ରେମରେ ପଡି ଆସିଛନ୍ତି ଚର୍ଚ୍ଚାକୁ।...

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର...

ଇମ୍ରାନଙ୍କୁ ଭେଟିବେ ନାହିଁ ମୋଦି

ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ...

ମହାରାଷ୍ଟ୍ର ସରକାରଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ବଡ଼ ଝଟକା

ମୁମ୍ବାଇ,୭।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଆରେ କଲୋନୀରେ ଗଛ କଟା ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏନେଇ ସୋମବାର ସୁପ୍ରିମକୋର୍ଟ...

ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ: ଭିଆଇପି ବଙ୍ଗଳାରେ ଗଛପତ୍ର ଖାଇବା ଅଭିଯୋଗ

ଭୋପାଳ,୯।୯: ପୋଲିସ ଥାନାକୁ ଅପରାଧି ବନ୍ଧା ହୋଇ ଆସିବା ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ ମୁରେନା ସହରର ଓ୍ବାଟର ଓ୍ବାକର୍ସ କଲୋନୀରେ ବାସ କରୁଥିବା ଦୀପକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *