Posted inଜାତୀୟ

ଛତିଶଗଡ଼ ଏନ୍‌କାଉଣ୍ଟର: ୨ଯବାନ ଶହୀଦ

ବିଜାପୁର,୨୮।୬: ଛତିଶଗଡ଼ର କେଶକୁତୁଲ ଅଞ୍ଚଳରେ ଶୁକ୍ରବାର ମାଓବାଦୀ ଓ ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସିଆର୍‌ପିଏଫ୍‌ର ୧୯୯ ବାଟେଲିୟନ ଓ ଛତିଶଗଡ଼ ପୋଲିସ ଆକସ୍ମିକ ଭାବେ ମାଓବାଦୀ ଲୁଚି ରହିଥିବା ଜାଣି ଏନ୍‌କାଉଣ୍ଟର କରିବାରୁ ଏଭଳି ଘଟଣା ଘଟିଛି। ଏଥିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ଅନ୍ୟ ଜଣେ ମଧ୍ୟ ଆହତ ହୋଇଛନ୍ତି।


All Right Reserved By Dharitri.Com

ଡାଟା ସୁରକ୍ଷା ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍‌କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ...

୧୦ କୋଟିଙ୍କ ଜୀବନ ନେବ ଆଣବିକ ଯୁଦ୍ଧ

ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ...

ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର...

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ...

ଜେଲରେ ପି. ଚିଦାମ୍ବରମ୍‌ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର...

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ...

ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା

ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର...

Leave a comment

Your email address will not be published. Required fields are marked *