ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ବିଏମ୍‌ସିରୁ ମୋଟ୍‌ ୨୦୮୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭,୧୭୬ ଜଣ ସୁସ୍ଥ ହୋଇଛନ୍ତି। ୩୫୭୬ ଜଣ ଚିକିତ୍ସିତ ହେଉଛନ୍ତି। ୮୬ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri