Posted inଜାତୀୟ

ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ

ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଏବେ ରମଜାନ ଓ ଅମରନାଥ ଯାତ୍ରା ପାଇଁ ପ୍ରସ୍ତୁତି ଚାଲିଥିବାରୁ ଚଳିତ ବର୍ଷ ଶେଷକୁ ନିର୍ବାଚନ କରାଯିବ। ଶାହ ଲୋକ ସଭାରେ ଜମ୍ମୁ-କଶ୍ମୀର ଆରକ୍ଷଣ ବିଲ୍‌ ଉପସ୍ଥାପନ କରିଛନ୍ତି। ଏହି ବିଲ୍‌ ମାଧ୍ୟମରେ ଅନ୍ତରାଷ୍ଟ୍ରୀୟ ସୀମାରେ ଥିବା ଲୋକଙ୍କୁ ଲାଭ ମିଳିବ। ପୂର୍ବରୁ ଏହା କେବଳ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲୋକଙ୍କୁ ମିଳୁଥିଲା।


All Right Reserved By

କଂଗ୍ରେସ ସହ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ବାମୀ: କହିଲେ, ‘ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି’

ବେଙ୍ଗାଲୁର,୧୯।୬: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ପୁଣି ଥରେ ସାମ୍ନାକୁ ଆସିଛି। ଏହାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଚ୍‌.ଡି....

ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର

ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର...

ବିହାରରେ ମସ୍ତିକ ଜ୍ୱରରେ ପ୍ରାଣ ହରାଉଛନ୍ତି ଶିଶୁ, ସାଙ୍ଗଙ୍କ ସହ ପାର୍ଟି କରୁଛନ୍ତି ଚିରାଗ ପାଶଓ୍ବାନ

ପାଟଣା, ୧୮।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଥିଲାବେଳେ ସେପଟେ ଗୋଆରେ ଯୁବତୀଙ୍କ ସହ ପାର୍ଟି କରୁଛନ୍ତି ଲୋକ ଜନଶକ୍ତି...

ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାରଠାରୁ ଆରମ୍ଭ ହେବ। ଅଲ୍‌ ଇଣ୍ଡିଆ ରେଡିଓରେ ପ୍ରସାରିତ ଏହି...

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

କୋଏମ୍ବାଟୁର,୨୪।୪: ତାମିଲନାଡୁ କୋଏମ୍ବାଟୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ଏଟିଏମ୍‌ରେ ସାପ ପଶିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ସାପଟି...

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା...

ପରଲୋକରେ ଆଧୁନିକ ଦିଲ୍ଲୀର ବିନ୍ଧାଣି

ନୂଆଦିଲ୍ଲୀ,୨୧ା୭(ପି.ଟି.): ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ଶନିବାର ଅପରାହ୍ଣରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *