ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଟାପଢ଼ୋଲ ଫାଣ୍ଡି ଅଧିକାରୀ

ଅନୁଗୋଳ ଅଫିସ, ୨୮।୬: ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଟାପଢ଼ୋଲ ଫାଣ୍ଡି ଅଧିକାରୀ(ଆଇଏଏସ୍‌) ଗଜେନ୍ଦ୍ର ବେହେରା ଲାଞ୍ଚ ନେବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗଜେନ୍ଦ୍ର ଏକ ଏକ ମାର୍‌ପିଟ ମାମଲାର ରଫାଦଫା ପାଇଁ ଜଗନ୍ନାଥ ବେହେରାଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି।


All Right Reserved By Dharitri.Com

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ...

ଜୁନ୍‌ରେ ହୋଇଛି କମ୍‌ ବର୍ଷା : ଚିନ୍ତାରେ ତାଳଚେର କୃଷି ଜିଲା ଚାଷୀ

ତାଳଚେର, ୬ା୭(ନି.ପ୍ର.)- ତାଳଚେର କୃଷି ଜିଲାରେ ଚଳିତବର୍ଷ ୫୮,୩୬୪ ହେକ୍ଟର ଜମିରେ ଖରିଫ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ହେଲେ ଅନିୟମିତ ବର୍ଷା ଏବେଠାରୁ...

ବିଭିନ୍ନ ଦାବିନେଇ ଆଶ୍‌ପଣ୍ଡ ପମ୍ପହାଉସରେ ତାଲା ପକାଇ ଧାରଣାରେ ବସିଲେ ଗ୍ରାମବାସୀ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ବିଭିନ୍ନ ଦାବିନେଇ ମଙ୍ଗଳବାର ଅନୁଗୋଳ ଜିଲା ବଅଁରପାଳ ନାଲ୍‌କୋ ନିକଟସ୍ଥ କୁକୁଡ଼ାଙ୍ଗ ଅଞ୍ଚଳବାସୀ ନାଲକୋ ଆଶ୍‌ପଣ୍ଡ ପମ୍ପ ହାଉସରେ ତାଲା ପକାଇଛନ୍ତି। ଏହା ସହ...

ଅଘୋଷିତ ବିଦ୍ୟୁତ୍‌କାଟରେ ପାଲଲହଡ଼ାବାସୀ ହନ୍ତସନ୍ତ; ଘଣ୍ଟାକୁ କଟୁଛି ୧୦ ଥରରୁ ଅଧିକ

ପାଲଲହଡା,୨୪।୬(ଡି.ଏନ.ଏ) ପାଲଲହଡ଼ା ଉପଖଣ୍ଡ ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତକାଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟାକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ନାହିଁ...

କିଶୋରନଗରରେ ବଢୁଛି ଚୋରା ମଦ କାରବାର: ଅବକାରୀ ବିଭାଗ ନୀରବ, ସାଧାରଣରେ ଅସନ୍ତୋଷ

ବଇଣ୍ଡା,୧୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଥାନା ବାମୁର, କିଶୋରନଗର, ବାଟିମୁଣ୍ଡା, ସଞ୍ଜାମୁରା, ହିମିତିରା, ଅଙ୍ଗପଡ଼ା, ତୁରୁଡା, ରଣିଆକଟା ଆଦି ବିଭିନ୍ନ ଗ୍ରାମରେ ଚୋରା ମଦ କାରବାର ବୃଦ୍ଧି...

ହଳଦିପଡ଼ିଆରେ ବ୍ରାଉନ୍‌ସୁଗାର ବିକ୍ରି ଅଭିଯୋଗ: ଦମ୍ପତି ଗିରଫ

କଟକରୋଡ଼,୧୦।୭(ଡି.ଏନ୍‌.ଏ.): ବ୍ରାଉନ୍‌ସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ବୁଧବାର ଏକ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ହଳଦୀପଡ଼ିଆ ବସ୍ତିରେ ରହୁଥିବା ସରିଫ ଖାନ୍‌...

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ...

ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ: ୧୮୦୦ ଲିଟର ପୋଚ ନଷ୍ଟ

ଭୁବନ,୧୭।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ଭୁବନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୮୦୦ ଲିଟର ମହୁଲ ପୋଚ ସହ...

Leave a comment

Your email address will not be published. Required fields are marked *