ରାଜ୍ୟରେ ୩୧୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୩ ହଜାର ୪୬୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୧୪, ଭଦ୍ରକରୁ ୬, ବଲାଙ୍ଗୀରରୁ ୩, କଟକରୁ ୩୧, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୮, ଝାରସୁଗୁଡାରୁ ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୨, କୋରାପୁଟରୁ ୫, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪, ନୟାଗଡ଼ରୁ ୧, ପୁରୀରୁ ୯, ରାୟଗଡାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୩୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ...

ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌

ପୁରୁଣା ଭୁବନେଶ୍ୱର, ୨୨।୯ (ଡି.ଏନ.ଏ.): ଭୁବନେଶ୍ୱର ଗସ୍ତ ଅବସରରେ ଇସ୍ରୋର ଅଧ୍ୟକ୍ଷ ଡ. କେ. ଶିବନ ଶନିବାର ସନ୍ଧ୍ୟାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି।...

ଅକ୍ସିଜେନ୍‌ ଅଭାବରୁ ୧୦ ରୋଗୀଙ୍କ ମୃତ୍ୟୁ

ଭୋପାଳ, ୧୯।୪: ମଧ୍ୟପ୍ରଦେଶର ଶାହଡୋଲ ଜିଲାରେ ଥିବା ସରକାରୀ ମେଡିକାଲ କଲେଜରେ ତରଳ ଅକ୍ସିଜେନ୍‌ ଟ୍ୟାଙ୍କରେ କମ୍‌ ଚାପ ଯୋଗୁ ୧୦ ଜଣ କରୋନା ରୋଗୀଙ୍କ...

ଗୁମର ଖୋଲିବାକୁ କହୁଥିବା ଅର୍ଚ୍ଚନାଙ୍କ ପାଟି ଚୁପ୍‌

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ‘ମୋତେ ଫସାଇ ଦିଆଯାଇଛି। ପାଟି, ଆଖି, କାନ ବନ୍ଦ କରି ରଖାଯାଇଛି। ମୁଁ ମୁହଁ ଖୋଲିଲେ ରାଜ୍ୟ ଦୋହଲିଯିବ। ଇଡିକୁ ଅପେକ୍ଷା...

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର...

‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା...

ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ

କରୋନା ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ...

Advertisement
Archives

Model This Week