ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଶ୍ରଦ୍ଧାଳୁମାନେ ଭୁବନ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରି ସଙ୍କୀର୍ତ୍ତନ କରି ଯାତ୍ରା ଆରମ୍ଭ କରିଥିଲେ। ଏହି ଯାତ୍ରାରେ ଭୁବନ ଅଞ୍ଚଳର ବିଶିଷ୍ଟ ସଙ୍କୀର୍ତ୍ତନ ଗୁରୁ ହୃଦାନନ୍ଦ ବେହେରାଙ୍କ ତତ୍ତ୍ୱାବଧାନରେ ବରିଷ୍ଟ ତଥା ଜଗନ୍ନାଥଙ୍କ ସେବକ ଖଗେଶ୍ବର ସାହୁଙ୍କ ସହଯୋଗରେ ଯୁବକଠାରୁ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନେ ସାମିଲ ଅଛନ୍ତି। ଭକ୍ତ ମାନେ ସଙ୍କୀର୍ତ୍ତନ କରି ଜଗନ୍ନାଥଙ୍କ ଜଣାଣ ଗାନ କରି ପାଦରେ ଚାଲି ଚାଲି ନେତ୍ରୋତ୍ସବ ଦିନ ପୁରୀରେ ପହଞ୍ଚିବେ ବୋଲି ବୟୋଜ୍ୟେଷ୍ଠ ବ୍ୟକ୍ତି ମାନେ କହିଛନ୍ତି।


All Right Reserved By Dharitri.Com

ପୋଡିଯାଇଛି ଟ୍ରାନ୍ସଫର୍ମର, ମରାମତି ଦାବି

ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩...

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦ: ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା

ଢେଙ୍କାନାଳ ଅଫିସ, ୩୦।୫: ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଞ୍ଚଳବାସୀ। ଅନବରତ ୧୨ ଘଣ୍ଟା ଧରି ଅଘୋଷିତ...

ଅନୁଗୋଳରେ ରଜନୀକାନ୍ତ ୧୩୬୭ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୩୬୭ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

ତଥ୍ୟ ସର୍ବଜନୀକରଣର ଭୂମିକା ଶୀର୍ଷକ କର୍ମଶାଳା: ପ୍ରଦୂଷଣ କମ୍‌ କର, ରେଟିଂ ନିଅ

ଅନୁଗୋଳ ଅଫିସ, ୧୦।୭-ଅନୁଗୋଳ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟାଳୟରେ ‘ପରିବେଶ ପାରଦର୍ଶିତା ବୃଦ୍ଧି କରିବାରେ ତଥ୍ୟ ସର୍ବଜନୀକରଣର ଭୂମିକା’ ଶୀର୍ଷକ ଏକ କର୍ମଶାଳା ମଙ୍ଗଳବାର...

ତୁରନ୍ତ ଆର୍‌ପିଡିଏସି ବୈଠକ ବସିବାକୁ ଦାବି:ଜିଲାପାଳଙ୍କୁ ଭେଟିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ

ଢେଙ୍କାନାଳ ଅଫିସ,୧୮ା୬ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଝାଡବନ୍ଧଠାରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପ୍ରକଳ୍ପ ପାଇଁ ପୁନର୍ବାସ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆରପିଡିଏସି) ବୈଠକ...

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ...

ଛେଣ୍ଡିପଦାରେ ଗ୍ରୀଷ୍ମପ୍ରବାହ ଜାରି: ଅଟକିଛି ଚାଷ, ମରୁଡ଼ି ଆଶଙ୍କା

ଛେଣ୍ଡିପଦା,୨୨ା୭(ଡି.ଏନ.ଏ.) ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଜାରି ରହିଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି। ଜୁଲାଇ ଆରମ୍ଭରୁ ସ୍ବଳ୍ପ ବର୍ଷା ପରେ ଆଉ ବର୍ଷାର...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

Leave a comment

Your email address will not be published. Required fields are marked *