Posted inଜାତୀୟ

ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ

ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସ୍ଥାନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମାର୍କମଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସ ଏଠାରେ ମୋଟ ୧୧ଟିରୁ ୨ଟି ଆସନରେ ବିଜୟ ଲାଭ କରିଥିଲା। ତେଣୁ ଆଗାମୀ ଦିନରେ ଏଠାରେ ଦଳର ସ୍ଥିତି ସୁଦୃଢ କରିବାକୁ ଚେଷ୍ଟା ଚାଲିଛି।


All Right Reserved By

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍‌ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ...

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ...

ଆମେଠିରେ ଘର କିଣିବେ ସ୍ମୃତି

ଆମେଠି,୨୪।୬: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ଆମେଠି ଗସ୍ତ କରିଥିଲେ। ଏବେ ସେ ସେଠାରେ ଏକ ଘର କିଣିବେ ବୋଲି ଶୁଣିବାକୁ...

ଉନ୍ନାଓ ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଆରମ୍ଭ ହେଲା ରାଜନୀତି

ରାଏ ବରେଲି,୨୯।୭: ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବାରୁ...

ମୋଦିଙ୍କୁ ଏଥର ବି ରାଖୀ ବାନ୍ଧିବେ ପାକିସ୍ତାନ ଭଉଣୀ

ନୂଆଦିଲ୍ଲୀ,୧୪।୮: ସାରା ଦେଶରେ ରାଖୀ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାଇ ହାତରେ ରାଖୀ ବାନ୍ଧିବା ପାଇଁ ଭଉଣୀ ସଜବାଜ ଆରମ୍ଭ କରିଦେଲେଣି। ରାଖୀ...

ପରାଜୟର କାରଣ ଜାଣିବା ଲାଗି ବୁଥ୍‌ସ୍ତରୀୟ ରିପୋର୍ଟ ଲୋଡିଲେ ରାହୁଲ

ନୂଆଦିଲ୍ଲୀ, ୬।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ପରାଜୟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବେଶ୍‌ ମର୍ମାହତ ହୋଇଛନ୍ତି। ପରାଜୟର ପ୍ରକୃତ...

୧୯ ବର୍ଷରେ ମଲେଣି ୨ ହଜାର ବାଘ

ନାଗପୁର, ୨୩ା୮(ପି.ଟି.):ଭାରତରେ ସର୍ବାଧିକ ବାଘ ୨୨୨୬ ରହିଛନ୍ତି, ଯାହାକି ବିଶ୍ୱର ୫୬ ଭାଗରୁ ଅଧିକ। ବିଗତ ୧୯ ବର୍ଷ ମଧ୍ୟରେ ପ୍ରାୟ ୨ ହଜାର ବାଘ...

ସ୍ବାଧୀନତାର ୭୨ ବର୍ଷ ପରେ ବି ସରେୟା ଗାଁ ବାସିନ୍ଦା କୌଣସି ବିବାଦରେ ମାଡ଼ି ନାହାଁନ୍ତି ଥାନା

ପାଟନା,୧୭।୮: ଲୋକଙ୍କ ମଧ୍ୟରେ ବେଳେବେଳେ ଉପୁଜୁଥିବା ବିବାଦର ସମାଧାନ ପାଇଁ ଆଇନର ଆଶ୍ରୟ ନିଆଯାଇଥାଏ। ଏଥିଲାଗି ଥାନାରେ ମାମଲା ରୁଜୁ କରାଯାଇଥାଏ। ତେବେ ବିହାରର କୈମୁର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *