ରାଜ୍ୟରେ ୩୧୯ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୩୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୩୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୪ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩୫ ଲୋକାଲ କେସ୍‌ ରହିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୩୫, ବାଲେଶ୍ୱରରୁ ୧୦, ବରଗଡ଼ରୁ ୬, ଭଦ୍ରକରୁ ୭, ବଲାଙ୍ଗୀରରୁ ୧୫, କଟକରୁ ୧୦, ଦେବଗଡ଼ରୁ ୨, ଢେଙ୍କାନାଳରୁ ୩, ଗଞ୍ଜାମରୁ ୬, ଜଗତସିଂହପୁରରୁ ୭, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୫, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୨୩, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୧, ନୂଆପଡ଼ାରୁ ୮, ପୁରୀରୁ ୨୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୯, ସୁନ୍ଦରଗଡ଼ରୁ ୭୨, ଷ୍ଟେଟ ପୁଲରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୬୯୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୧୯୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri