କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୧୦ଜଣ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଦେଖନ୍ତୁ କେଉଁ ଜିଲାରୁ କେତେ?