ଜୀବନ-ମୃତ୍ୟୁର ୩୨ କାହାଣୀ, କରୋନା ଯୋଦ୍ଧାଙ୍କ ଉପରେ ପୁସ୍ତକ…

ନୂଆଦିଲ୍ଲୀ, ୨୩।୭ : ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଶନିବାର କରୋନା ସଙ୍କଟ ସମୟରେ ଦେଶର ଲୋକଙ୍କୁ ସେବା କରୁଥିବା ତଥା ଜୀବନ ଏବଂ ମୃତ୍ୟୁ ସହ ସଂଗ୍ରାମ ସମୟରେ ସେମାନଙ୍କୁ ସାହାଯ୍ୟ କରୁଥିବା କରୋନା ଯୋଦ୍ଧା ସେନାର ଡାକ୍ତର ଏବଂ ନର୍ସମାନଙ୍କ ଉପରେ ଏକ ପୁସ୍ତକ ଉନ୍ମୋଚନ କରିଛନ୍ତି। ଏଥିରେ ସେନାର କରୋନା ଯୋଦ୍ଧାଙ୍କର ୩୨ ଟି କାହାଣୀ ଏବଂ କବିତା ଅଛି ।

ଜଣେ ସେନା ଅଧିକାରୀ କହିଛନ୍ତି ଯେ ପୁସ୍ତକ ମେମୋରିଜ୍‌ ଅଫ କୋଭିଡ ୱାରିୟର୍ସ ଇନ ଅଲିଭ ଗ୍ରୀନରେ ସେନା ଡାକ୍ତର ଏବଂ ନର୍ସମାନଙ୍କ ଅଭିଜ୍ଞତାକୁ ସଂଗ୍ରହ କରାଯାଇ ଏହାକୁ ପ୍ରକାଶିତ ହୋଇଛି।

ଦୁଇ ବର୍ଷ ଧରି ଚାଲିଥିବା କରୋନା ବିରୋଧରେ ଲଢ଼େଇରେ ଭାରତୀୟ ସେନାର ମଧ୍ୟ ବହୁ ଅବଦାନ ରହିଛି। ହଜାର ହଜାର ଆକ୍ରାନ୍ତ ସାମରିକ ଡାକ୍ତରଖାନା ଏବଂ କରୋନା କ୍ୟାମ୍ପରେ ଚିକିତ୍ସିତ ହେଉଥିଲେ। ସମଗ୍ର ଦେଶରେ ଥିବା ବିଭିନ୍ନ ସେନା କେନ୍ଦ୍ରରେ ଚିକିତ୍ସା ବ୍ୟବସ୍ଥା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ-ରସୁଣ ଉପରେ ଲୁଟେରାଙ୍କ ଆଖି: ଟ୍ରକ୍‌ ଚାଳକଙ୍କୁ ବନ୍ଧକ ରଖି ଲୁଟିନେଲେ ୫୧ କ୍ୱିଣ୍ଟାଲ ପିଆଜ

କୈମୁର୍‌,୨୮।୧୨: ଦେଶରେ ପିଆଜ ରସୁଣ ଦାମ୍‌ ବଢ଼ିଚାଲିଥିବାବେଳେ କେତେକ ଅଞ୍ଚଳରେ ପିଆଜ-ରସୁଣ ଲୁଟ୍‌ ଘଟଣାମାନ ଘଟୁଛି। ବିହାରର କୈମୁର ଜିଲାର ମୋହନିଆ ଥାନା ଅଞ୍ଚଳରେ କିଛି...

୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୩୦।୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚନ୍ନି ଚମକୌର ସାହିବ ବିଧାନସଭା ଆସନ ବ୍ୟତୀତ...

ଉତ୍ତର ପ୍ରଦେଶ ନିର୍ବାଚନ ୨୦୨୨: ଏସ୍‌ପି ସହ ମେଣ୍ଟ କରିବ ଏନ୍‌ସିପି!

ଲକ୍ଷ୍ନୌ,୨୭ ।୭: ଉତ୍ତର ପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି । ଏଠାରେ ଏବେ ଭାରତୀୟ...

ମାଙ୍କଡ଼ର ବ୍ରେକ୍‌ଫାଷ୍ଟ ନିଶା, ପ୍ରତିଦିନ ସକାଳୁ ଦୋକାନକୁ ଆସି କରୁଛି ଏପରି…

ଜୟପୁର,୨୮।୧: ରାଜସ୍ଥାନର ଭରତପୁରରେ ଆଜିକାଲି ଏକ ମାଙ୍କଡ଼ର ଦାଦାଗିରି ବେଶ୍‌ ଚର୍ଚ୍ଚାରେ ରହିଛି। କାରଣ ଏହି ମାଙ୍କଡ଼ ଯେତେବେଳେ ଚାହୁଁଛି ସେତେବେଳେ ଯେକୌଣସି ଦୋକାନରେ ପଶି...

ପରଲୋକରେ କନ୍ନଡ ଅଭିନେତା ରାଜେଶ

ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ...

ଆଜି ପୁଣି କୋର୍ଟରେ ହାଜର ହେବେ ଲାଲୁଙ୍କ ପରିବାର, ମାର୍ଚ୍ଚ ୧୫ରେ ମିଳିଥିଲା ଜାମିନ

ନୂଆଦିଲ୍ଲୀ,୨୯।୩: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରି ଦେବୀ, ଆରଜେଡି ଏମ୍‌ପି ତଥା ଲାଲୁଙ୍କ ଝିଅ ମିସା ଭାରତୀଙ୍କ ଜମି ବଦଳରେ ଚାକିରି...

ବସ୍‌, ଟ୍ରକ୍‌ ଡ୍ରାଇଭରଙ୍କ ସର୍ବନିମ୍ନ ଯୋଗ୍ୟତା ଅଷ୍ଟମ ପାସ୍‌ ନିୟମ ଉଠିବ!

ନୂଆଦିଲ୍ଲୀ, ୧୩।୬: ବସ୍‌, ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ଥିବା ସର୍ବନିମ୍ନ ଯୋଗ୍ୟତା ଅଷ୍ଟମ ପାସ୍‌ ନିୟମ ଉଠାଯିବ। ଏସମ୍ପର୍କରେ ବିଚାର ଚାଲିଛି ବୋଲି ଟ୍ରାନ୍ସପୋର୍ଟ ମନ୍ତ୍ରଣାଳୟ...

ଏୟାରପୋର୍ଟରେ ସୁରକ୍ଷା କର୍ମୀଙ୍କୁ ଦେଖି ସାଲ୍ୟୁଟ୍‌ କଲେ କୁନି ଶିଶୁ, ଭାଇରାଲ ହେଉଛି ଭିଡିଓ

ବେଙ୍ଗାଲୁରୁ,୨୫ା୧୦: ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହାକୁ ଦେଖିଲେ ମନ ଖୁସିରେ ଭରିଉଠେ। ଏବେ ସେମିତି ଏକ ଭିଡିଓ ବେଙ୍ଗାଲୁରୁ...

Advertisement
Archives

Model This Week