Posted inଖେଳ

ଓଡ଼ିଶା ପ୍ରତିଯୋଗୀଙ୍କୁ ୩୨ ପଦକ

ଭୁବନେଶ୍ୱର, ୨୩।୩(କ୍ରୀଡ଼ା ପ୍ରତିନିଧି)-
ଜାମସେଦପୁରରେ ଶେଷ ହୋଇଥିବା ୩୮ତମ ମହିଳା ଓ ୪୬ତମ ପୁରୁଷ ଜାତୀୟ ସିନିୟର ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀମାନେ ୩୨ଟି ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ୧୩ ସ୍ବର୍ଣ୍ଣ, ୯ ରୌପ୍ୟ ଓ ୧୦ ବ୍ରୋଞ୍ଜ ପଦକ ସାମିଲ। ଓଡ଼ିଶାରୁ ମୋଟ ୫୧ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୫୨ କେଜି ମହିଳ କାଟେଗୋରିରେ ପ୍ରିୟମ୍ବଦା ପରିଡ଼ା ସ୍କ୍ବାଟ୍‌ରେ ୮୫, ବେଞ୍ଚ୍‌ ପ୍ରେସ୍‌ରେ ୪୭.୫ ଓ ଡେଡ୍‌ଲିଫ୍ଟରେ ୧୧୫ ଏହିପରି ମୋଟ ୨୪୭.୫ କେଜି ଶକ୍ତିଉତ୍ତୋଳନ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏଥିସହ ସେ ଷ୍ଟଙ୍ଗ ଓମ୍ୟାନ ରନର୍ସଅପ୍‌ ଟାଇଟଲ ମଧ୍ୟ ହାସଲ କରିଛନ୍ତି। ଉଭୟ ମହିଳା ଓ ପୁରୁଷ କାଟେଗୋରିରେ ଓଡ଼ିଶା ଦଳ ଓଭରଅଲ୍‌ ପ୍ରଥମ ରନର୍ସଅପ୍‌ ଟାଇଟଲ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?