ବରଗଡ଼ ଅଫିସ,୨୭।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗଡ଼ ବ୍ଲକର ୨, ଅତାବିରା ବ୍ଳକର ୩, ଅତାବିରା ଏନ୍ଏସିର ଜଣେ, ପଦ୍ମପୁର ବ୍ଲକର ୨, ଭଟଲି ବ୍ଲକର ଜଣେ, ଝାରବନ୍ଧ ବ୍ଲକର ୫, ଅମ୍ବାଭୋନା ବ୍ଳକର ଜଣେ, ପାଇକମାଳ ବ୍ଲକର ୫, ଗାଇସିଲେଟ ବ୍ଲକର ୩, ସୋହେଲା ବ୍ଲକର ୩, ବିଜେପୁର ବ୍ଲକର ୨ଜଣ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ହୋଇଥିବା ବେଳେ ୭୯୮୭ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୪୫୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ବରଗଡ଼ରୁ ୩୨ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୪୫୮ରେ ପହଞ୍ଚିଲା
Posted inHome Left, ଆମ ଜିଲା ଖବର, ବରଗଡ଼ View All
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

