ବରଗଡ଼ରୁ ୩୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୪୫୮ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗଡ଼ ବ୍ଲକର ୨, ଅତାବିରା ବ୍ଳକର ୩, ଅତାବିରା ଏନ୍‌ଏସିର ଜଣେ, ପଦ୍ମପୁର ବ୍ଲକର ୨, ଭଟଲି ବ୍ଲକର ଜଣେ, ଝାରବନ୍ଧ ବ୍ଲକର ୫, ଅମ୍ବାଭୋନା ବ୍ଳକର ଜଣେ, ପାଇକମାଳ ବ୍ଲକର ୫, ଗାଇସିଲେଟ ବ୍ଲକର ୩, ସୋହେଲା ବ୍ଲକର ୩, ବିଜେପୁର ବ୍ଲକର ୨ଜଣ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ହୋଇଥିବା ବେଳେ ୭୯୮୭ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୪୫୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri