ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସେସ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ଆଜି ରାଜ୍ୟରୁ ୧୦,୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେବଳ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩,୦୮୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୨୧ ଜଣ ଶିଶୁ ବି ଅଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ...

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ...

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ...

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି...

ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲାନି ବିମାନ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଛି। ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି ।...

ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବ ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର, ୨୭ା୧୧(ବ୍ୟୁରୋ): ବିଶାଖାପାଟଣା ପରେ ଏବେ ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବାକୁ ଯାଉଛି ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍‌ ଷ୍ଟାଣ୍ଡାର୍ଡାଇଜେଶନ(ଆଇଏସ୍‌ଓ) ସାର୍ଟିଫିକେଟ୍‌। ସେହିଭଳି କଟକ ଷ୍ଟେଶନ ମଧ୍ୟ...

ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍‌। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ...

ରେଡ୍‌ ମଡ୍‌ର ସଦୁପଯୋଗ ଲାଗି ଆସିବ ଟେକ୍ନୋଲୋଜି

ଭୁବନେଶ୍ୱର,୧।୪: ବକ୍ସାଇଟରୁ ଆଲୁମିନିୟମ ବାହାର କରିବା ସମୟରେ ନିର୍ଗତ ହେଉଥିବା ବକ୍ସାଇଟ ରେସିଡ୍ୟୁ (ରେଡ୍‌ ମଡ୍‌)କୁ ସୁଦୁପଯୋଗ କରାଯିବ। ଏଥିଲାଗି ଟେକ୍ନୋଲୋଜି ବିକଶିତ କରିବାକୁ ପଦକ୍ଷେପ...

Advertisement


Archives

Model This Week