ରେଳପଥର ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି।

ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍‌ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର...

କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର

ଦିଗପହଣ୍ଡି,୧୪ା୭: ଗଞ୍ଜାମ ଜିଲା ଦିଗପହଣ୍ଡିର ଫାଶିଗୁଡ଼ାରେ ଏକ ଅଘଟଣ ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର ହୋଇଛନ୍ତି। ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ...

ଭାଜପାକୁ ପ୍ରଂଶସା କଲେ ବିଜେଡିର ବରିଷ୍ଠ ନେତା ଅମର ଶତପଥୀ: କହିଲେ…

ଭୁବନେଶ୍ୱର,୧୪।୩: ରତ୍ନଭଣ୍ଡାର ଖୋଲିବାକୁ ନେଇ ସବୁ ସ୍ଥାନରେ ଉତ୍ସାହ ଲାଗିରହିଛି। ଏ ଭିତରେ ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ...

ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ...

ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର।...

ମା’ ବିମଳାଙ୍କଠାରୁ ଗୁଆ ନେଲେ ଟିମ୍‌, ବନ୍ଦ ହେଲା ୩ ଦ୍ୱାର; ଆଉ କିଛି ମିନିଟ୍‌ରେ…

ପୁରୀ ଅଫିସ,୧୪।୭: ଖୋଲାଯିବ ରତ୍ନଭଣ୍ଡାର। ଏହାକୁ ନେଇ ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପ୍ରଥମେ ଶ୍ରୀମନ୍ଦିର ଭିତରେ ଥିବା ଭକ୍ତଙ୍କୁ ବାହାର କରାଯିବା...

ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି

ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି।...

ଖୋଲିବ ରତ୍ନଭଣ୍ଡାର; ଜଷ୍ଟିସ ରଥ କହିଲେ-”ଆଖି ଦେଖୁଛି ମୁଣ୍ଡକୁ ଯାଉଛି, ତୁଣ୍ଡକୁ ଯିବନି କି ହାତକୁ ଆସିବନି”

ପୁରୀ,୧୪।୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଗୁରୁତ୍ୱପୂର୍ଣ୍ଣ ବୈଠକରେ କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ନିଷ୍ପତ୍ତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri