ଗାଜାରେ ୬ହଜାରରୁ ଅଧିକ ରକେଟ ମାଡ କଲା ଇସ୍ରାଏଲ, ୧୫୦୦ ହମାସ ଆତଙ୍କବାଦୀ ନିହତ

ଗାଜା,୧୩।୧୦: ଇସ୍ରାଏଲ ଓ ଆତଙ୍କବାଦୀ ହମାସ୍‌ ମଧ୍ୟରେ ଆଜିକୁ ୭ଦିନ ଧରି ଯୁଦ୍ଧ ଜାରି ରହିଛି। ନର ପିଶାଚ ସାଜିଥିବା ହମାସ୍‌ ଗୋଟିକ ପରେ ଗୋଟିଏ ବନ୍ଧକ ଇସ୍ରାଏଲୀଙ୍କୁ ହତ୍ୟା କରିବାରେ ଲାଗିଛି। ହମାସ ସହ ଚାଲିଥିବା ଯୁଦ୍ଧରେ ସାମରିକ କର୍ମଚାରୀ ଏବଂ ସାଧାରଣ ନାଗରିକଙ୍କ ସମେତ ୩୨୦୦ରୁ ଅଧିକ ଇସ୍ରାଏଲୀ ଆହତ ହୋଇଥିବାବେଳେ ୧୩୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି।

ତେବେ ରକେଟ ମାଡରେ ହମାସ୍‌ଙ୍କ ଆଡ୍ଡାରେ ୧୫୦୦ ହମାସ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଇସ୍ରାଏଲ ପ୍ରତିରକ୍ଷା ବାହିନୀ(ଆଇଡିଏଫ) ଶୁକ୍ରବାର ଏହି ସୂଚନା ଦେଇଛି।ଆଇଡିଏଫ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟରେ କହିଛି, ଗାଜା ଷ୍ଟ୍ରିପରେ ଏପର୍ଯ୍ୟନ୍ତ ୬ହଜାରରୁ ଅଧିକ ରକେଟ ମାଡ ହୋଇଛି। ଏଥିରେ ୨୬୮୭ ହମାସ ଶିବିରକୁ ଧ୍ୱସଂ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri