Posted inଜାତୀୟ

ସରକାରୀ ବାସ ଭବନ ଖାଲି କଲେ ସୁଷମା ସ୍ବରାଜ

ନୂଆଦିଲ୍ଲୀ, ୨୯।୬: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ତାଙ୍କର ସରକାରୀ ବାସଭବନ ଖାଲି କରିଛନ୍ତି। ୮ ସଫଦରଜଙ୍ଗଠାରେ ଥିବା ତାଙ୍କର ବାସଭବନକୁ ସେ ଖାଲି କରିଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହା ସହିତ ସେ ଟୁଇଟ୍‌ କରିଛନ୍ତି ଯେ, ତାଙ୍କର ପୁରୁଣା ଠିକଣାରେ ଏଣିକି କେହି ତାଙ୍କ ଯୋଗାଯୋଗ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟଗତ କାରଣରୁ ଚଳିତ ଥର ସୁଷମା ନିର୍ବାଚନ ନ ଲଢ଼ିବାକୁ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ନ ରହିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ।


All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି...

ରାତିରେ ସେଓ ଖାଇଲେ କ’ଣ ହୁଏ …

ସେଓ ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ତେବେ ଏହାକୁ ଦିନର କେତେକ ନିର୍ଦ୍ଦିଷ୍ଟ ସମୟରେ ଖାଇବା ଆବଶ୍ୟକ।  ଦିନରେ ଖାଦ୍ୟ ଖାଇ ସାରିବାର ଅଧଘଣ୍ଟା କିମ୍ବା...

ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ

ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌)ର ନଜର। ଜୈଶ୍‌ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ...

ତୁର୍କୀରୁ ଆସିବ ୧୧ ହଜାର ଟନ ପିଆଜ

ନୂଆଦିଲ୍ଲୀ,୧।୧୨: ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି...

୧୦୦ କୋଟିର ବ୍ରାଉନ୍‌ ସୁଗାର ଜବତ

ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍‌ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍‌ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍‌...

ପୋଲିସ ପିତାଙ୍କୁ ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବନାତ୍ମକ ଭିଡ଼ିଓ ଶେୟାର କଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୪: କର୍ତ୍ତବ୍ୟ ଆଗରେ ସ୍ନେହ ମମତା ତୁଛ। ଏବେ ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ ହୋଇଛି। ଏହାକୁ ଅପଲୋଡ୍‌ କରିଛନ୍ତି ଓଡ଼ିଶାର ସିଆଇଡି...

ଯେଉଁଠି ଦେବୀଦେବତାଙ୍କୁ ମିଳେ ଦଣ୍ଡ

ଅଦାଲତରେ ସାଧାରଣତଃ ମଣିଷମାନଙ୍କୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ସେମିତି ଗାଁ ଗଣ୍ଡାରେ ଦେବୀଦେବତାଙ୍କୁ ସାକ୍ଷୀ ରଖି ବିଭିନ୍ନ ପ୍ରକାର ମାମଲାର ସମାଧାନ କରାଯାଇଥିବା ମଧ୍ୟ...

ରାହୁଲଙ୍କ ଟୁଇଟର ଫଲୋଅର୍ସଙ୍କ ସଂଖ୍ୟା ୧ କୋଟିରେ ପହଞ୍ଚିଲା: ଆମେଠି ଲୋକଙ୍କ ସହ ମନାଇବେ ଉତ୍ସବ

ନୂଆଦିଲ୍ଲୀ, ୧୦।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟର ଫଲୋଅର୍ସ ସଂଖ୍ୟା ୧ କୋଟି ଟପିଛିି। ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ...

Leave a comment

Your email address will not be published. Required fields are marked *