ବାଇକ୍‌କୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର; ପ୍ରତିବାଦରେ ଜିରାଳ-ପଣ୍ଡୁଆ ରାସ୍ତା ଅବରୋଧ

କାମାକ୍ଷାନଗର,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଙ୍କିଆ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଠକରଗୋଳା ଅଞ୍ଚଳର ଗତିକୃଷ୍ଣ ଖୁଣ୍ଟିଆ। ଗୁରୁତର ସ୍ତ୍ରୀ ଅହଲ୍ୟା ଖୁଣ୍ଟିଆଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହାକୁ ପ୍ରତିବାଦ କରି ରାଙ୍କିଆଠାରେ ଜିରାଳ-ପଣ୍ଡୁଆ ରାସ୍ତାକୁ ଲୋକମାନେ ଅବରୋଧ କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ସକାଳେ ସ୍ତ୍ରୀସ୍ବାମୀ ମଠକରଗୋଳାରୁ ସମ୍ପର୍କୀୟଙ୍କ ଘର ବୋଲୁଅ ଗ୍ରାମକୁ ଯାଉଥିବା ବେଳେ ସେହି ରାସ୍ତାରେ ଜିରାଳ ଆଡ଼ୁ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ତାଙ୍କୁ ପଛରୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଗତିକୃଷ୍ଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଗୁରୁତର ଅହଲ୍ୟାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।


All Right Reserved By Dharitri.Com

ପାଲଲହଡ଼ାରେ ମୁକେଶ ୬୫୬୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୫୬୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୫୧୬୪...

ଆଜି ଉଦ୍‌ଘାଟନ ହେବ ମେଡିକାଲର ୨ ୱାର୍ଡ

ଅନୁଗୋଳ ଅଫିସ, ୧୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଜେରିଆଟିକ୍‌ ଓ ଚକ୍ଷୁ ବିଭାଗର ଦୁଇଟି ୱାର୍ଡ ଉଦ୍‌ଘାଟନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ...

ନାରାୟଣୀ କଲେଜରେ ତିନି ଦିନ ଧରି ବିଦ୍ୟୁତ୍‌ ସେବା ବନ୍ଦ: କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ କଲେ ଛାତ୍ରୀଛାତ୍ର

ବଅଁରପାଳ,୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅରାହାଟ ନାରାୟଣୀ କଲେଜରେ ଗତ ତିନି ଦିନ ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିଛି। କଲେଜ ନିକଟରେ ଥିବା ଏକ...

ବର୍ଷା ଜଳ ଘେରରେ ଉତ୍ତରପଡ଼ା ବିଦ୍ୟାଳୟ; ଶ୍ରେଣୀ ଗୃହରେ ଆଣ୍ଠୁଏ ଉଚ୍ଚର ପାଣି

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ରବିବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ସହରର ବିଭିନ୍ନ ରାସ୍ତାରେ ଦୀର୍ଘ ସମୟ ଧରି ବର୍ଷା ପାଣିର ସୁଅ ଛୁଟିଥିଲା।...

ମହେଶ ସାହୁ ୬୯୯୫ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୯ମ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ଅପରାହ୍ନ ୨ଟା ସୁଦ୍ଧା ୪ ଲକ୍ଷ ୧୨ ହଜାର...

ଯୁବକଙ୍କୁ ଗଳାକାଟି ହତ୍ୟା

କାମାକ୍ଷାନଗର, ୯।୬(ଡି.ଏନ.ଏ.) – ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ା ଥାନା ପଥରକଟା ଗ୍ରାମର ସର୍ବେଶ୍ୱର ମହନ୍ତ (୨୯)ଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ବାଲିକୁମା ସନ୍ଦା ଜଙ୍ଗଲରୁ...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ ସଂଯୋଗୀ...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ...

Leave a comment

Your email address will not be published. Required fields are marked *