Posted inUncategorized

ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ମାମଲାର ସୁପ୍ରିମ୍‌କୋର୍ଟରେ ହେବ ବିଚାର

ନୂଆଦିଲ୍ଲୀ,୨୯।୬: ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ସମେତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ହେବ। ୬ ସପ୍ତାହ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା ସୋମବାରଠାରୁ ସର୍ବୋଚ୍ଚ ଅଦାଲତ ସାଧାରଣ ଭାବେ କାର୍ଯ୍ୟ କରିବ। ରାହୁଲ ଗାନ୍ଧୀଙ୍କ ଚୌକିଦାର ଚୋର୍‌ ହୈ ମନ୍ତବ୍ୟର ବିଚାର ମଧ୍ୟ କରାଯିବ ବୋଲି କୁହାଯାଉଛି।


All Right Reserved By Dharitri.Com

Posted inUncategorized View All

୯ ଦିନ ପରେ ଘୋଷଯାତ୍ରା; ରଥ ପାଇଁ କାଠ ଅଭାବ

ଢେଙ୍କାନାଳ ଅଫିସ, ୨୪।୬:  ଶ୍ରୀ କଳାଠାକୁରଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ ଆଉମାତ୍ର ୯ ଦିନ। ରଥ ନିର୍ମାଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ବା କଥା। ହେଲେ କାଠ ଅଭାବ ଯୋଗୁ...

ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ

ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍‌କୁ...

କରୋନାଭାଇରସର ନୂଆ ନାଁ ରଖିଲା ଚାଇନା

ବେଜିଂ,୮।୨: କରୋନାଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଚାଇନାରେ କରୋନାଭାଇରସରେ ମୃତ୍ୟୁସଂଖ୍ୟା ଏବେସୁଦ୍ଧା ୭୨୨ ଛୁଇଁଲାଣି। ଏହାସହ ୩୪ ହଜାରରୁ ଊର୍ଦ୍ଧ୍ୱ...

ଭଲ ମଣିଷ ସନ୍ଧାନରେ

ଲଲାଟ କେଶରୀ ନାୟକ ଆଚାର୍ଯ୍ୟ ଚାଣକ୍ୟ ଏକାଧାରରେ ଜଣେ ନୈଷ୍ଠିକ ବ୍ରାହ୍ମଣ, ଶିକ୍ଷକ, ଦାର୍ଶନିକ, ଅର୍ଥନୀତିଜ୍ଞ ଏବଂ ଜଣେ ଭଲ ଉପଦେଷ୍ଟା ଥିଲେ। ଆର୍ଯ୍ୟ ସଭ୍ୟତା...

ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ...

କ୍ଷୁଦ୍ର ଡିଜିଟାଲ ନେଣଦେଣ ପାଇଁ ଆର୍‌ବିଆଇର ନୂଆ ବ୍ୟବସ୍ଥା

ନୂଆଦିଲ୍ଲୀ,୨୫-୧୨: କ୍ଷୁଦ୍ର ଡିଜିଟାଲ ନେଣଦେଣ ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା ଆରମ୍ଭ ହୋଇଛି। ସାମଗ୍ରୀ ଓ ସେବା କ୍ରୟ ଲାଗି ନୂଆ ସେମି...

ଏମିତି ବି ଆସେ ମୃତ୍ୟୁ: ବଡ ଭାଇଙ୍କ ମୃତଦେହ ଦେଖି ଟଳିପଡ଼ିଲେ ସାନଭାଇ

ପାଲଲହଡା,୨।୧୧(ଡି.ଏନ୍‌.ଏ.): ଆଜିର ସମାଜରେ ଯେଉଁଠି ଭାଇଟିଏ ଭାଇର ଶତ୍ରୁ ପାଲଟୁଛି, ସେଠାରେ ବଡ଼ ଭାଇଙ୍କ ମୃତଦେହ ଦେଖି ସାନଭାଇ ଆଖି ବୁଜିଛନ୍ତି। ଏପରି ଏକ ଘଟଣା...

‘ରିସାଟ୍‌-୨ବି’ ଉତ୍‌କ୍ଷେପଣ ସଫଳ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ),୨୩ା୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଏଠାରେ ବୁଧବାର ରିସାଟ୍‌-୨ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ପୃଥିବୀ ପର୍ଯ୍ୟବେକ୍ଷଣକାରୀ ଏହି ଉପଗ୍ରହ ଲଞ୍ଚ୍‌...

Leave a comment

Your email address will not be published. Required fields are marked *