CORONAVIRUS UPDATE: ରାଜ୍ୟରେ ଆଜି ୩୨୩୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩୨୩୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୯୧୫ଜଣ ଚିହ୍ନଟ ହୋଇଥିବା ବେଳେ ୧୩୨୦ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୧୮ ଏବଂ ଅନୁଗୋଳରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୧୦୦, ବରଗଡ଼ ୧୩୭, ଭଦ୍ରକ ୬୭, ବଲାଙ୍ଗୀର ୧୦୧, ବୌଦ୍ଧ ୪୨, ଦେବଗଡ଼ ୧୨, ଢେଙ୍କାନାଳ ୬୯, ଗଜପତି ୩୧ ଗଞ୍ଜାମ ୨୮, ଜଗତସିଂହପୁର ୮୬, ଯାଜପୁର ୧୧୦, ଝାରସୁଗୁଡ଼ା ୭୧, କଳାହାଣ୍ଡି ୪୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୮୬, କୋରାପୁଟ ୫୯, ମାଲକାନଗିରି ୨୧, ମୟୂରଭଞ୍ଜ ୧୧୮, ନବରଙ୍ଗପୁର ୧୨୪, ନୟାଗଡ଼ ୪୩, ନୂଆପଡ଼ା ୧୦୬, ପୁରୀ ୭୯, ରାୟଗଡ଼ା ୧୦୧, ସମ୍ବଲପୁର ୧୨୦, ସୋନପୁର ୬୫ ଏବଂ ସୁନ୍ଦରଗଡ଼ରୁ ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨, ୧୨,୬୦୯ରେ ପହଞ୍ଚିଥିବା ବେଳେ୧,୭୩,୫୭୧ ଜଣ ସୁସ୍ଥ ହୋଇଛନ୍ତି। ୩୮,୧୭୨ ଜଣ ଚିକିତ୍ସିତ ହେଉଛନ୍ତି। ୮୧୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?