ଏପଟେ ୩୨୫ କରୋନା ପଜିଟିଭ୍‌ ଚିହ୍ନଟ, ସେପଟେ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୩ ଏବଂ ଅନୁଗୋଳରୁ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨୮, ବରଗଡ଼ ୧୮, ବଲାଙ୍ଗୀର ୧୨, ଭଦ୍ରକ ୪, କଟକ ୧୯, ଦେବଗଡ଼ ୪, ଢେଙ୍କାନାଳ ୧, ଗଞ୍ଜାମ ୫, ଜଗତସିଂହପୁର ୧, ଯାଜପୁର ୧୭, ଝାରସୁଗୁଡ଼ା ୧୧, କଳାହାଣ୍ଡି ୫, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧୧, ମୟୂରଭଞ୍ଜ ୧୮, ନବରଙ୍ଗପୁର ୨ ନୟାଗଡ଼ ୪, ନୂଆପଡ଼ା ୧୮, ପୁରୀ ୪ ଏବଂ ସୋନପୁରରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୯।

ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା, ଢେଙ୍କାନାଳ ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ ରେ ପହଞ୍ଚିଥିବା ବେଳେ ୩,୨୨,୯୭୨ଜଣ ସୁସ୍ଥ ହୋଇଛନ୍ତି। ୨୯୮୯ ଜଣ ଚିକିତ୍ସିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୮୫୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri