ରାଜପଥରେ ଓଲଟିଲା ବିଲାତି ବୋଝେଇ ଟ୍ରକ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ରୂପ୍‌ସା/ବସ୍ତା, ୨୯।୬(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ୍‌ଠାରେ ଏକ ବିଲାତି ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଏହି ଟ୍ରକ (ନଂ.ଡବ୍ଲ୍ୟୁବି୧୭ଏନ୍‌-୨୦୩୫) ବାଙ୍ଗାଲୋରରୁ ବିଲାତି ବୋଝେଇ କରି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଭାରସାମ୍ୟ ହରାଇ ଟ୍ରକ୍‌ ଓଲଟି ପଡିବା ଯୋଗୁ ବିଲାତି ପେଟିଗୁଡ଼ିକ ରାଜପଥରେ ଛିନଛତ୍ର ହୋଇପଡିଥିଲା। ଡ୍ରାଇଭର ଓ ହେଲପର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସ୍ତା ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି।


All Right Reserved By Dharitri.Com

ହୋଟେଲରେ ନକଲି ବିଦେଶୀ ମଦ କାରଖାନା

ସୋର,୨୮।୨(ଡି.ଏନ.ଏ.)- ଅବକାରୀ କମିଶନର ଅଞ୍ଜନ କୁମାର ମାଣିକଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ ଓ ଗୁଇନ୍ଦା ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଦିଲ୍ଲୀପ...

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌...

ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ : ୪ ମୃତ, ୫ ଗୁରୁତର

ବାରିପଦା ଅଫିସ,୨୮ା୬ : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଆଗରିଆ ଛକ ନିକଟରେ ଭୁବନେଶ୍ୱରରୁ ବାରିପଦା ଆସୁଥିବା କଳ୍ପନା ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ...

ଋଣ ଦେବା ନାଁରେ ଅର୍ଥ ହଡ଼ପ ଅଭିଯୋଗ

ରୂପ୍‌ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ହାତିଆଡ଼ିହା ଗ୍ରାମବାସୀଙ୍କୁ ଋଣ ଯୋଗାଇ ଦେବା ନାଁରେ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌’ ସଂସ୍ଥା ଅର୍ଥ ହଡପ...

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌...

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର...

ତାତିଲେ ମହିଳା, ଭାଙ୍ଗିଲେ ମଦ ଦୋକାନ

ସଜନାଗଡ଼,୧।୮ (ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ଚୋରା ମଦ କାରବାର ବିରୋଧରେ ମହିଳାମାନଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଚୋରାମଦ...

ଝରଣା ପାଣି ଏକମାତ୍ର ଭରସା

ତେଲକୋଇ, ୨୨।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତ ଅଧୀନରେ ରହିଛି କାଞ୍ଜିଆଝରଣ ବସ୍ତି । ପାହାଡ ଉପରେ ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଭୂୟାଁ...

Leave a comment

Your email address will not be published. Required fields are marked *