CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୩୨୫୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮୭ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୬୫ ଲୋକାଲ କେସ୍‌ ରହିଛି।
ନୂଆ ୩୨୫୨ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୪୫୦ ନୂଆ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୯୭,୯୨୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୯,୫୭୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬୭,୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri