ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପୁଣିଥରେ ଚିନ୍ତା ବଢାଇଛି । ଏମାନଙ୍କ ମଧ୍ୟରେ ୨୫୬ ରହିଛି ଲୋକାଲ କେସ୍ । ଏହାକୁ ନେଇ ଏବେ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦,୨୧୯ରେ ପହଞ୍ଚିଥିବା ବେଳେ ଏପର୍ଯ୍ୟନ୍ତ ୧୬,୫୧୧ ଜଣ ସୁସ୍ଥ ହୋଇ ସାରିଲେଣି । ସେହିଭଳି ୩,୬୧୨ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୮୦ ଜଣଙ୍କର ଜୀବନ ନେଲାଣି କରୋନା ମହାମାରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଜାନୁୟାରୀ ପହିଲାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବ। ୩ ମାସ ଅବଧି ପରେ ଏହି ନିୟମକୁ ଆହୁରି କଠୋର ଭାବେ ଲାଗୁ କରାଯିବ।...

ସରକାରୀ ଆଇଟିଆଇରେ ସ୍ପଟ ଆଡ୍‌ମିଶନ ଆରମ୍ଭ

କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ...

ଦେଶରେ ସଂକ୍ରମଣ ବୃଦ୍ଧି ହାର ସର୍ବନିମ୍ନ

ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲାବେଳେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଛି। ଏବେ ସଂକ୍ରମିତ ମାମଲା ଦ୍ୱିଗୁଣିତ ହେବା ଲାଗି ୯ ଦିନରୁ...

ଅଧିକ ଲୋକ ଦେଖୁଛନ୍ତି ଶିଶୁଙ୍କ ଅଶ୍ଳୀଳ ଭିଡିଓ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଲୋକେ ଘରେ ରହିଛନ୍ତି। ଅଧିକାଂଶ ସମୟ ମୋବାଇଲ୍‌ ଫୋନ୍‌ ଓ ଇଣ୍ଟରନେଟ୍‌ ସହ ବିତୁଛି। ଅନ୍‌ଲାଇନ୍‌ରେ କରୋନା ଅପ୍‌ଡେଟ୍‌ ସହ ବିଭିନ୍ନ...

୬ ସହରରେ କୋଭିଡ୍‌ ଟିକାର ମାନବ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୨୬ା୭: ଭାରତ ବାୟୋଟେକ୍‌ ଏବଂ ଜାଇଡସ କାଡିଲା ଦ୍ୱାରା ପ୍ରସ୍ତୁତ ଦୁଇଟି ଟିକାର ମାନବ ଶରୀରରେ ପରୀକ୍ଷା ୬ଟି ସହରରେ ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ...

ବଢ଼ି ଚାଲିଛି ଗୋଠଛଡ଼ା ଦନ୍ତାର ଉତ୍ପାତ

ଝୁମ୍ପୁରା, ୨୬।୭ (ଡି.ଏନ.ଏ.)-ବଢି ଚାଲିଛି ଗୋଠଛଡା ଦନ୍ତା ହାତୀର ଉତ୍ପାତ। ଘର ଭାଙ୍ଗିବା, ଫସଲ ଉଜାଡିବା ସହିତ ମଣିଷଙ୍କୁ ଆକ୍ରମଣ କରିବା ଘଟଣା ପ୍ରତ୍ୟେହ ଘଟୁଛି।...

ପ୍ରତିଶ୍ରୁତି ଦେଇଥିବା ଅଧିକାରୀଙ୍କୁ ପାଇଲେନି: ଲୋକେକାର୍ଯ୍ୟ ବନ୍ଦକରି ବିଦ୍ୟୁତ୍‌ ଅଫିସ ଘେରିଲେ

ଭୁବନେଶ୍ୱର, ୧୪ା୫(ବ୍ୟୁରୋ)- ତାରିଖ ପରେ ତାରିଖ ଘୁଞ୍ଚୁଛି। ହେଲେ ମିଳିପାରୁନି ବିଦ୍ୟୁତ୍‌ ସେବା। ବାତ୍ୟା ପରଠାରୁ ବିନା ବିଦ୍ୟୁତ୍‌ରେ ଛଟପଟ ହେଉଥିବା ବିପନ୍ନମାନେ ଧୈର୍ଯ୍ୟହରାଇ ଆନ୍ଦୋଳନାତ୍ମକ...

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ...

Coronavirus Update


Archives

Model This Week

Why Dharitri