Posted inଜାତୀୟ

ବିଚାରପତିଙ୍କୁ ଜୋତା ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ, ୩୦ା୬ (ପି.ଟି.) : ଜଣେ ହତ୍ୟା ଅଭିଯୁକ୍ତ ତାଙ୍କ ପାଇଁ ନୂଆ ଓକିଲ ନିଯୁକ୍ତି ନେଇ କୋର୍ଟ ନିଷ୍ପତ୍ତି ଉପରେ ଅସନ୍ତୁଷ୍ଟ ହୋଇ ବିଚାରପତିଙ୍କୁ ଜୋତା ଫିଙ୍ଗିଛନ୍ତି। ଜିଲା ସେସନ୍ସ ଜଜ୍‌୍‌ ରାଜେଶ ଗୁପ୍ତାଙ୍କ କୋର୍ଟରେ ଶୁକ୍ରବାର ଏହି ଶୁଣାଣି ହେଉଥିବାବେଳେ ବିଚାରପତି ଅଭିଯୁକ୍ତ ଗଣେଶ ଗାଏକ୍‌ଓ୍ବାଡ୍‌ଙ୍କୁ ଓକିଲ କାହାନ୍ତି ବୋଲି ପଚାରିବାରୁ ସେ ଆସିନାହାନ୍ତି ବୋଲି ଉତ୍ତର ମିଳିଥିଲା। ବିଚାରପତି ନୂଆ ଓକିଲ ରଖିବେ କି ବୋଲି ପ୍ରଶ୍ନ କରିବାରୁ ଗାଏକ୍‌ଓ୍ବାର୍ଡ ରାଗିଯାଇ ଜୋତା ପିଙ୍ଗିଥିଲେ। ଜୋତାଟି ବିଚାରପତିଙ୍କ ଦେହରେ ବାଜି ନ ଥିଲା।


All Right Reserved By Dharitri.Com

ପାକିସ୍ତାନକୁ ପିଓକେ ବଦଳରେ ଟମାଟୋ ଦେବାକୁ ଅଫର୍‌ ଦେଲେ କୃଷକ

ନୂଆଦିଲ୍ଲୀ,୨୪।୧୧: ପାକିସ୍ତାନରେ ଏବେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏବେ ସେଠାରେ ଟମାଟୋ କିଲୋ ପିଛା ଦର ୪ଶହ ଟଙ୍କାରେ ପହଞ୍ଚିଛି। ଏତିକି ବେଳେ...

ସିବିଆଇକୁ ତଦନ୍ତ ଦାୟିତ୍ୱ

ନୂଆଦିଲ୍ଲୀ/ ଲକ୍ଷ୍ନୌ, ୩୧ା୭(ପି.ଟି.): ବହୁଚର୍ଚ୍ଚିତ ଉନ୍ନାଓ ପୀଡ଼ିତା ଦୁର୍ଘଟଣା ମାମଲାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଦିଆଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର...

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ...

ଜେଟ୍‌ ଏୟାରଓ୍ବେଜର କର୍ମଚାରୀଙ୍କୁ ଆମେରିକାରୁ ମିଳୁଛି ଅଫର୍‌

ନୂଆଦିଲ୍ଲୀ,୨୫।୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଜେଟ୍‌ ଏୟାରଓ୍ବେଜ୍‌ କିଛିଦିନ ତଳେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଫଳରେ ଏଥିରେ କାର୍ଯ୍ୟରତ ଥିବା ଶହ...

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ଜେଡିୟୁରେ ଫାଟ

ପାଟନା,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ସୋମବାର ରାତିରେ ଲୋକ ସଭାରେ ଗୃହୀତ ହେବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି।...

କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା :ନର୍କଠୁ ବଳିଛି ଦିଲ୍ଲୀ ପ୍ରଦୂଷଣ

ନୂଆଦିଲ୍ଲୀ, ୨୬ା୧୧ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି। ପରିସ୍ଥିତି ଏମିତି...

ଦୀପାବଳିରେ ହେବନାହିଁ ବିଜୁଳି କାଟ: ଆଦିତ୍ୟନାଥ

ଲକ୍ଷ୍ନୌ,୮।୧୦: ଆସନ୍ତା ଦୀପାବଳିରେ ଉତ୍ତର ପ୍ରଦେଶରେ ବିଜୁଳି କାଟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅର୍ଥାତ୍‌ ୨୪ ଘଣ୍ଟା...

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି।...

Leave a comment

Your email address will not be published. Required fields are marked *