Posted inଜାତୀୟ

କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲା : ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଚଣ୍ଡିଗଡ଼, ୩୦ା୬ (ପି.ଟି.): ହରିୟାଣା କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲାରେ ଶନିବାର ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଗ୍ୟାଙ୍ଗଷ୍ଟର କୌଶଲ୍‌ଙ୍କ ସ୍ତ୍ରୀ ରୋଶ୍‌ନୀ ଓ ତାଙ୍କ ଚାକର ନରେଶ ଅଛନ୍ତି । ରୋଶ୍‌ନୀ ଓ ନରେଶ ଅଭିଯୁକ୍ତଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇଥିଲେ। ହତ୍ୟାକାଣ୍ଡରେ ବ୍ୟବହୃତ କାରକୁ ପୋଲିସ ଜବତ କରିଥିବା ଜଣାପଡ଼ିଛି। ଟଙ୍କାକୁ ନେଇ ବିକାଶ ଓ କୌଶଲଙ୍କ ମଧ୍ୟରେ ବିବାଦ ଦେଖାଦେଇଥିବା ପୋଲିସ କହିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ଲାଗି ଶନିବାର ଡିଜିପି ମନୋଜ ଯାଦବ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଫରିଦାବାଦ୍‌ରେ ଗତ ଜୁନ୍‌ ୨୭ରେ କଂଗ୍ରେସ ନେତା ବିକାଶଙ୍କୁ ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏହାର ତୀବ୍ର ନିନ୍ଦା କରିବା ସହ ଉପଯୁକ୍ତ ତଦନ୍ତ କରିବା ଲାଗି ଦାବି କରିଥିଲେ।


All Right Reserved By

ବିବାହର କିଛି ବର୍ଷ ପର୍ଯ୍ୟନ୍ତ ସନ୍ତାନ ନ ହେବାରୁ ରେଲଓ୍ବେ ଷ୍ଟେଶନରୁ ପିଲା ଚୋରି କଲେ ଦମ୍ପତି

ନୂଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନିଜାମୁଦ୍ଦିନ ରେଲଓ୍ବେ ଷ୍ଟେଶନରୁ ଏକ ୨ ବର୍ଷର ଶିଶୁ ଅପହରଣ ମାମାଲା ଏବେ ସବୁଠି...

ଭାରତଠାରୁ ଇଦ୍‌ ମିଠା ନେବାକୁ ମନାକଲା ପାକିସ୍ତାନ

ଅମୃତସର,୧୨।୮: ଚଳିତ ବର୍ଷ ସୋମବାର ଇଦ୍‌-ଉଲ୍‌-ଜୁହା ପାଳନ କରାଯାଉଥିବା ବେଳେ ଭାରତ-ପାକିସ୍ତାନ ସୀମାରେ ଥିବା ବିଏସ୍‌ଏଫ୍‌ ଯବାନ ପାକିସ୍ତାନ ସହ ମିଠା ଆଦାନ ପ୍ରଦାନ କରିବାକୁ...

କେମିତି ଆରମ୍ଭ ହୋଇଥିଲା ରାଜୀବ-ସୋନିଆଙ୍କ ପ୍ରେମ ସମ୍ପର୍କ

ନୂଆଦିଲ୍ଲୀ, ୨୧।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୨୮ତମ ପୁଣ୍ୟତିଥି ମଙ୍ଗଳବାର ସାରା ଦେଶରେ ପାଳନ କରାଯାଉଛି। ଦିଲ୍ଲୀର ବୀରଭୂମିରେ ଥିବା ତାଙ୍କ ସମାଧିପୀଠରେ...

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମଙ୍ଗଳବାର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଏହାପରେ ନିର୍ଦ୍ଧାରିତ ସମୟଠାରୁ ଅଢ଼େଇଘଣ୍ଟା ବିଳମ୍ବରେ...

ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲ କରି ପୁଣି କ୍ଷମା ମାଗିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୧୭।୭: ବଲିଉଉ ଅଭିନେତ୍ରୀ ତଥା ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲକ କରି ପୁଣି କ୍ଷମା ମାଗିଛନ୍ତି ଅଭିନେତା ଧର୍ମେନ୍ଦ୍ର। ନିକଟରେ ସଂସଦ ପରିସରରେ ଆୟୋଜିତ ଏକ...

୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ମାଲିକ ଗିରଫ

ଗୁରୁଗ୍ରାମ, ୧୨।୬: ୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ଗିରଫ ହୋଇଛନ୍ତି ମାଲିକ। ଦିଲ୍ଲୀର ଗୁରୁଗ୍ରାମରେ ଏଭଳି ଘଟଣା ଘଟିଛି। ସେକ୍ଟର ୬୫ରେ...

ଗିନିଜ ଓ୍ବାର୍ଲଡ ରେକର୍ଡରେ ସ୍ଥାନ ପାଇବାକୁ ଏକକାଳୀନ ହଜାରେ ଲୋକ କେଶ ରଙ୍ଗ କଲେ

ଚେନ୍ନାଇ,୧୬।୮: ସ୍ବାଧୀନତା ଦିବସ ଅବସରରେ ଚେନ୍ନାଇର ଚେମ୍ବାରମବାକମ ଅଞ୍ଚଳରେ ଥିବା ଏକ ଷ୍ଟାଡିୟମରେ ୧ହଜାର ଲୋକ ଏକାଠି ହୋଇଥିଲେ। ଏମାନଙ୍କର ଉଦ୍ଦେଶ୍ୟ ଥିଲା ଗିନିଜ ଓ୍ବାର୍ଲଡ...

ଜଣେ ପତ୍ନୀଙ୍କ ସହ ଦିନରେ ଜଣେ ପତ୍ନୀଙ୍କ ସହ ରାତିରେ ରହୁଥିଲେ ସ୍ବାମୀ: ମାମଲା ରୁଜୁ

ଗାନ୍ଧିନଗର,୧୬।୪: ଗୁଜରାଟର ଜଣେ ବ୍ୟକ୍ତି ଦୁଇଟି ବିବାହ କରିଥିଲେ ସୁଦ୍ଧା ଏକଥା କାହାକୁ ଜଣା ନ ଥିଲା। କାରଣ ସେ ଦିନରେ ଜଣେ ସ୍ତ୍ରୀଙ୍କ ପାଖେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *