ମାର୍କ ଟୁଲିଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଲଣ୍ଡନ,୩୦ା୬(ପି.ଟି.):ବିଶିଷ୍ଟ ବ୍ରିଟେନ ଖବରଦାତା ସାର୍‌ ମାର୍କ ଟୁଲିଙ୍କୁ ବ୍ରିଟିଶ-ଭାରତ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ‘ଜୀବନବ୍ୟାପୀ ସଫଳତା ପୁରସ୍କାର’ ମିଳିଛି। ଟୁଲି ବିବିସିର ପୂର୍ବତନ ବ୍ୟୁରୋ ଚିଫ୍‌ ଭାବେ ନୂଆଦିଲ୍ଲୀରେ କାର୍ଯ୍ୟ କରୁଥିଲେ। ଭାରତରେ ରହି ସେ ତାଙ୍କ କର୍ମ ସୁଚାରୁ ରୂପେ ସଂପାଦନ କରିଥିବା କହିଥିଲେ। ସେ ଭାରତ ପାଇଁ ଗର୍ବ ଅନୁଭବ କରିଥିବା କହିଛନ୍ତି। ଏହି ପୁରସ୍କାର ଆଶାଠୁ ଅଧିକ ବୋଲି ସେ ପ୍ରକାଶ କରିଛନ୍ତି। ପୂର୍ବରୁ ସେ ବ୍ରିଟେନ୍‌ରେ ରାଣୀ ଏଲିଜାବେଥ୍‌ଙ୍କ ଦ୍ୱାରା ନାଇଟ୍‌ ଉପାଧି ଏବଂ ଭାରତରେ ପଦ୍ମଭୂଷଣ ସମ୍ମାନ ପାଇଥିଲେ। ପ୍ରତିବର୍ଷ ବ୍ରିଟେନ୍‌-ଭାରତ ଆଓ୍ବାର୍ଡ ଦୁଇଦେଶ ମଧ୍ୟରେ ସମ୍ପର୍କ ଦୃଢ଼ କରୁଥିବା ବିଶିଷ୍ଟ ପ୍ରତିଭାଦୀପ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରଦାନ କରାଯାଏ।


All Right Reserved By

ଭୁଲ୍‌ରେ ବିମାନର ଇର୍ମଜେନ୍ସି ଡୋର୍‌ ଖୋଲିଲେ ଯାତ୍ରୀ

ଇସଲାମାବାଦ୍‌,୯।୬: ପାକିସ୍ତାନ ଏୟାର ଲାଇନ୍ସର ଜଣେ ଯାତ୍ରୀଙ୍କ ଯୋଗୁ ବିମାନ ଉଡାଣରେ ୭ ଘଣ୍ଟା ବିଳମ୍ବ ହୋଇଛି। ବ୍ରିଟେନ୍‌ର ମାଞ୍ଚେଷ୍ଟରରୁ ଇସଲାମାବାଦ୍‌ ଉଡାଣ କରୁଥିବା ବିମାନ...

ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ...

ବ୍ଲାକ୍‌ହୋଲ ଅନୁସନ୍ଧାନ କରିବ ଇସ୍ରାଏଲ୍‌

ଜେରୁଜେଲମ: ୨୦୨୩ରେ ଏକ ସ୍ବତନ୍ତ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବାକୁ ଇସ୍ରାଏଲ୍‌ ଯୋଜନା କରିଛି। ମହାଜାଗତିକ ବିସ୍ଫୋରଣକୁ ରେକର୍ଡ କରିବା ସହିତ ବ୍ଲାକହୋଲ୍‌ ସମ୍ପର୍କରେ ଅଧିକ...

ମାଳିରେ ନରସଂହାର: ୧୦୦ମୃତ

ବମାକୋ,୧୧।୬: ଆଫ୍ରିକୀୟ ଦେଶ ମାଳିରେ ନରସଂହାରର ଏକ ବଡ ମାମଲା ସାମ୍ନାକୁ ଆସିଛି। ରାତି ସମୟରେ ଏକ ବିସ୍ଫୋରଣ ଘଟାଇ ଗୋଟିଏ ଗାଁର ପାଖାପାଖି ଶହେ...

ପେଙ୍ଗୁଇନ୍‌ ଗଲା ଥାନାକୁ

ଓ୍ବେଲିଙ୍ଗ୍‌ଟନ,୧୯।୭: ନ୍ୟଜିଲାଣ୍ଡର ଓ୍ବେଲିଙ୍ଗଟନ୍‌ରେ ଏକ ଜାପାନୀ ମିଠାଇ ଦୋକାନରେ ଦୁଇଟି ପେଙ୍ଗୁଇନ ବାରମ୍ବାର ପଶି ଦେକାନୀଙ୍କୁ ସମସ୍ୟାରେ ପକାଉଥିଲେ। ସେମାନଙ୍କୁ ଦୋକାନରୁ ବାହାର କଲା ପରେ...

ମହିଳା ଓ ପୁରୁଷଙ୍କ ମଧ୍ୟରେ କିଏ ଅଧିକ ସୁସ୍ଥ ଓ ସୁଖୀ…

ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ସାଧାରଣତଃ ମହିଳାଙ୍କ ତୁଳନାରେ ପୁରୁଷମାନେ ଅଧିକ ସୁସ୍ଥ ଓ ଖୁସିରେ ରହିଥାଆନ୍ତିା ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏହି ଗବେଷଣାରେ...

ଅମୀର ଶେଖଙ୍କ ପାଇଁ କାର ଚଳାଇ ଟ୍ରୋଲ ହେଲେ ଇମ୍ରାନ: ଲୋକେ କହିଲେ, ସବୁଠାରୁ ଦାମୀ ଡ୍ରାଇଭର

ଇସ୍‌ଲାମାବାଦ,୨୪।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ପୁଣି ଥରେ ସୋସିଆଲ ମିଡିଆରେ ସମାଲୋଚନାର ଶୀକାର ହୋଇଛନ୍ତି। ଇମ୍ରାନ ଖାଁ କତରର ଅମୀର ଶେଖ ତମିମ ବିନ...

ଆମେରିକାରେ ଗ୍ରୀଷ୍ମ ପ୍ରବାହ: ୧୫୦ ନିୟୁତ ଲୋକେ ପ୍ରଭାବିତ

ଓ୍ବାଶିଂଟନ,୨୧।୭: ଆମେରିକାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାଦ୍ୱାରା ୧୫୦ ନିୟୁତରୁ ଅଧିକ ଲୋକ ବ୍ୟତିବ୍ୟସ୍ତ ହେଉଥିବା କୁହାଯାଉଛି। ନ୍ୟୁୟର୍କ, ଫିଲାଡେଲଫିହା ତଥା ଓ୍ବାଶିଂଟନରେ ତାପମାତ୍ରା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *