୧୭ ବର୍ଷ ଧରି ଚାଲିଥିବା ଯୁଦ୍ଧ ହେବ ଶେଷ: ଆମେରିକା-ତାଲିବାନ୍‌ ମଧ୍ୟରେ ୭ମ ପର୍ଯ୍ୟାୟ ଶାନ୍ତି ଆଲୋଚନା

ଦୋହା,୩୦।୬: ଆଫଗାନୀସ୍ତାନରେ ୧୭ ବର୍ଷ ଧରି ଜାରି ରହିଥିବା ଗୃହଯୁଦ୍ଧ ଶେଷ ହେବାର ସମ୍ଭାବନା ଦେଖାଦେଇଛି। ଏନେଇ ଆମେରିକା ଏବଂ ତାଲିବାନ୍‌ର ପ୍ରତିନିଧିସ୍ତରୀୟ ୭ମ ପର୍ଯ୍ୟାୟ ଶାନ୍ତି ଆଲୋଚନା ଦୋହାଠାରେ ଆରମ୍ଭ ହୋଇଛି। ଏନେଇ ତାଲିବାନ୍‌ ମୁଖପାତ୍ର ଜବିୟୁଲାହ ମୁଜାହିଦ୍ଦ୍‌ ସୂଚନା ଦେଇଛନ୍ତି। ଆଫଗାନୀସ୍ତାନରେ ସେପ୍ଟେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ଏପରି କରାଯାଉଥିବା କୁହାଯାଉଛି। ଆଫଗାନୀସ୍ତାନରେ ଜାରି ରହିଥିବା ଗୃହଯୁଦ୍ଧରେ ଅନେକ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। କେତେକ ଅନ୍ୟ ଦେଶରେ ମଧ୍ୟ ଶରଣ ନେଇଛନ୍ତି।


All Right Reserved By Dharitri.Com

ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ

କାବୁଲ୍‌,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ...

ଆଇନ ହେଲା ବ୍ରେକ୍‌ଜିଟ ଚୁକ୍ତି

ଲଣ୍ଡନ,୨୫ା୧(ଆଇଏଏନ୍‌ଏସ୍‌): ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି।...

ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ: ପାକିସ୍ତାନ ଜାରି କଲା କଏନ୍‌

ଇସଲାମାବାଦ୍‌,୩୦।୧୦: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଉପଲକ୍ଷେ ପାକିସ୍ତାନ ୫୦ ଟଙ୍କିଆ କଏନ୍‌ ଜାରି କରିଛି। ଏହାର ଗୋଟିଏ ପାର୍ଶ୍ୱରେ କରତାରପୁର କରିଡୋର ଥିବାବେଳେ...

ଏସ୍‌ସିଓ ସମ୍ମିଳନୀରେ ମୋଦିଙ୍କ ସମେତ ୮ ରାଷ୍ଟ୍ର ନେତା: ଆତଙ୍କବାଦ ବିରୋଧରେ ଏକାଠି

ବିଶ୍‌କେକ୍‌,୧୫ା୬(ପି.ଟି.):ଆତଙ୍କବାଦ ପ୍ରାୟୋଜକ ଦେଶ ସତର୍କ ରହିବା ଉଚିତ। ଆତଙ୍କବାଦକୁ ଆର୍ଥିକ ସହଯୋଗ କରୁଥିବା, ପ୍ରୋତ୍ସାହନ ଦେଉଥିବା ଦେଶ ଏଥିଲାଗି ଦାୟୀ ରହିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା, ୨୨ା୧୦(ପି.ଟି.): ବାଂଲାଦେଶର ବାଜିତ୍‌ପୁରରେ ଜମି ବିବାଦକୁ ନେଇ ୨୦୧୫ ଅକ୍ଟୋବର ୨୨ରେ ଜଣେ ଆଇନଜୀବୀଙ୍କ ସହାୟକ ମୁବାରକ ହୋସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର...

ପାକିସ୍ତାନରେ ବ୍ରିଟେନ୍‌ର ୧୭୮ ଜଣିଆ ଶିଖ୍‌ ପ୍ରତିନିଧି ଦଳ

ଇସଲାମାବାଦ୍‌,୪।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମ ବାର୍ଷିକୀ ଅବସରରେ ପାକିସ୍ତାନରେ ବ୍ରିଟେନ୍‌ରୁ ୧୭୮ ଜଣିଆ ପ୍ରତିନିଧି ଦଳ ଆସି ପହଞ୍ଚିଛନ୍ତି। ସେମାନେ ଶେଖୁପୁରା ସ୍ଥିତ...

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର...

କାନାଡା ପହଞ୍ଚିଲେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୧: ରାଜପଦ ଛାଡିବା ପରେ ପ୍ରିନ୍ସ ହ୍ୟାରୀ ନିଜ ପତ୍ନୀ ଓ ପୁଅଙ୍କ ସହ ଆମେରିକା ପହଞ୍ଚିଥିବା ଖବର ମିଳିଛି। ସ୍ବାଧୀନ ଭାବେ ଜୀବନ ବିତାଇବାକୁ...

Leave a comment

Your email address will not be published. Required fields are marked *