୨ ପିଲାଙ୍କୁ ବିଷଦେଇ ମା’ଙ୍କ ଆତ୍ମହତ୍ୟା: ଝିଅ,ପୁଅ ଗୁରୁତର

ମାଲକାନଗିରି, ୩୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୌଡଗୁଡ଼ା ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା’ ତାଙ୍କର ଦୁଇ ପିଲାଙ୍କୁ ବିଷ ଦେଇ ନିଜେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗ୍ରାମର ସୀତା ମାଡ଼କାମୀ । ଦୁଇମାସ ତଳେ ରୋଗରେ ପଡ଼ି ତାଙ୍କ ସ୍ବାମୀଙ୍କ ମୃତ୍ୟୁ ଘଟିଥିଲା।
ସୂଚନାଅନୁଯାୟୀ, ସୀତା ନିଜେ ବିଷ ପିଇବା ସହ ଝିଅ ଏବଂ ପୁଅଙ୍କ ଖାଦ୍ୟରେ ମଧ୍ୟ ମିଶାଇ ଦେଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ସେମାନଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ମା’ଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଅ ଓ ପୁଅଙ୍କ ଗୁରୁତର ଥିବା ଜଣାପଡିଛି। ତେବେ କେଉଁ କାରଣରୁ ଏଭଳି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇ ନାହିଁ।


All Right Reserved By Dharitri.Com

ପୋଲିସ୍‌ ଏନ୍‌କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ

ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ...

ପୋଖରୀରେ ବୁଡ଼ି ୮ ବର୍ଷ ଛାତ୍ରର ମୃତ୍ୟୁ

ମାଲକାନଗିରି, ୧୦।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଷ୍ମାବକାଶରେ ମାମୁଁ ଘରକୁ ବୁଲିବାକୁ ଯାଇଥିବା ଜଣେ ୮ ବର୍ଷ ଶିଶୁର ପୋଖରୀରେ...

ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ

କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି।...

ବାଲି ଉଠାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ରାୟଗଡ଼ା ଅଫିସ,୬।୧୦: ନାଗାବଳୀ ନଦୀରୁ ବାଲି ଉଠାଣକୁ ନେଇ ରବିବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କତାପେଟା ଟ୍ରାକ୍ଟର ମାଲିକମାନେ ନାଗାବଳୀ ନଦୀର ମାଲିଙ୍ଗା...

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍‌, ବୁଦୁରା ମାଡକାମି...

ଝାଡ଼କୁସୁମି ଗ୍ରାମରେ ପାନୀୟ ଜଳ ସମସ୍ୟା: ୨୬ନଂ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ, କଳାହାଣ୍ଡି-ନବରଙ୍ଗପୁରକୁ ଯାତାୟାତ ଠପ୍‌

ପାପଡ଼ାହାଣ୍ଡି,୧୬।୫(ଡି.ଏନ୍‌.ଏ.): ପାନୀୟ ଜଳ ସମସ୍ୟା ନେଇ ଗୁରୁବାର ପାପଡ଼ାହାଣ୍ଡି ବ୍ଲକ ଝାଡ଼କୁସୁମି ଗ୍ରାମବାସୀ ୨୬ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ କଳାହାଣ୍ଡିଠାରୁ ନବରଙ୍ଗପୁର ଜିଲାକୁ...

ଆକର୍ଷଣ ସାଜିଲା ଖବରକାଗଜ ନିର୍ମିତ କୁନିରଥ

ଜୟପୁର,୪ା୭(ଡି.ଏନ୍‌.ଏ.): ଜୟପୁର ସହରର କେବିଏସ୍‌ଡି ରାସ୍ତାଦେଇ ତିନି ଠାକୁର ପହଣ୍ଡିରେ ମନ୍ଦିରରୁ ରଥପଡ଼ିଆ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ସେହି ରାସ୍ତାରେ ପୁରୁଣା ଖବରକାଗଜରେ ନିର୍ମିତ ଏକ...

ଅସ୍ବାଭାବିକ ମୁଣ୍ଡ ସହ ବଞ୍ଚୁଛନ୍ତି ଶିବଶଙ୍କର: ଚିକିତ୍ସା ପାଇଁ ଦିଲ୍ଲୀ ଏମ୍‌ସ ପଠାଯିବ

ଜୟପୁର,୧୨ା୬(ଡି.ଏନ୍‌.ଏ.): ଜୟପୁର ବ୍ଲକ ରଣ୍ଡାପାଲି ପଞ୍ଚାୟତ ବୈରାଗୀମଠ ଗ୍ରାମର ଦିନ ମଜୁରିଆ ଟୁନା ପରଜାଙ୍କ ପୁଅ ଶିବଶଙ୍କର (୧୪)ଙ୍କ ପିଲାଟି ଦିନରୁ ମୁଣ୍ଡ ଅସ୍ବାଭାବିକ ଭାବେ...

Leave a comment

Your email address will not be published. Required fields are marked *