Posted inଜାତୀୟ

ଜେଲରୁ ମୁକୁଳିବା ପରେ ପୋଲିସଙ୍କୁ ମିଠା ବାଣ୍ଟିଲେ ଭାଜପା ବିଧାୟକ

ଇନ୍ଦୋର,୩୦।୬: ଭାଜପା ବିଧାୟକ ଆକାଶ ବିଜୟଭର୍ଗିୟ ରବିବାର ଜେଲରୁ ମୁକୁଳିଛନ୍ତି। ଏହାପରେ ତାଙ୍କୁ କର୍ମୀମାନେ ଫୁଲମାଳ ଦେଇ ପାଛୋଟି ନେଇଯାଇଥିବା ଦେଖିବାକୁ ମିଳିଥିଲା। କେବଳ ସେତିକି ନୁହେଁ ମଧ୍ୟ ପ୍ରଦେଶର ଇନ୍ଦୋର ସ୍ଥିତ ତାଙ୍କ ବାସଭବନରେ ଭାଜପା କର୍ମୀମାନେ ପୋଲିସଙ୍କୁ ମିଠା ମଧ୍ୟ ବାଣ୍ଟିଛନ୍ତି। ସୂଚନାଯୋଗ୍ୟ, ନଗର ନିଗମର ଜଣେ କର୍ମଚାରୀଙ୍କୁ ବ୍ୟାଟରେ ପିଟିବା ଅଭିଯୋଗରେ ଆକାଶ ଜେଲ ଯାଇଥିଲେ। ଶନିବାର ତାଙ୍କୁ ଜାମିନ ମିଳିବା ପରେ ରବିବାର ସେ ଜେଲରୁ ମୁକୁଳିଛନ୍ତି।


All Right Reserved By Dharitri.Com

ସ୍କୁଟର ଆଣ୍ଟିଙ୍କ ଡାନ୍ସ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୯।୪: ୪୦ ୫୦ ବର୍ଷ ବୟସରେ ମହିଳାଙ୍କୁ ସ୍କୁଟି, କାର ବାଇକ୍‌ ଚଲାଉଥିବା ଦେଖିଥିବା ବେଳେ କେବେ ଆପଣ ସ୍କୁଟର ଚଲାଉଥିବା ଦେଖିଛନ୍ତି। କେବଳ ଗାଡ଼ି...

ହରଡ଼ଘଣାରେ ସଚିନ୍‌: କାହାକୁ ରଖିବେ କାହାକୁ ଛାଡିବେ ?

ଜୟପୁର,୨୯।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ ରାଜସ୍ଥାନ ଉପମୁଖ୍ୟନ୍ତ୍ରୀ ତଥା ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ସଚିନ ପାଇଲଟ ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କୁ ଏହି ୨ଟି...

ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇଲେ ଶହ ଶହ ଶ୍ରଦ୍ଧାଳୁ: ପାଳିତ ହେଲା ପୁରାତନ ପରମ୍ପରା

ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍‌ରେ ଥିବା ଭିଡ଼ାବଦ୍‌ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ...

ଜୟ ଶ୍ରୀରାମ ସ୍ଲୋଗାନ ମୌଳିକ ଅଧିକାର ହେଉ

କୋଲକାତା,୧୫ା୬(ପି.ଟି.): ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ମୌଳିକ ଅଧିକାର କରିବା ଲାଗି କାଲକାଟା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ...

ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ

ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର...

କଶ୍ମୀରରେ ଅଛନ୍ତି ଉର୍ମିଳା ମାତୋଣ୍ଡକରଙ୍କ ଶାଶୁ-ଶ୍ୱଶୁର, ୨୨ଦିନ ହେଲା ସମ୍ପର୍କ ନାହିଁ, ଚିନ୍ତାରେ ପରିବାର

ନୂଆଦିଲ୍ଲୀ,୩୦।୮:ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କ ପରିବାର ଜମ୍ମୁ-କଶ୍ମୀରରେ ଫଶିଯାଇଛନ୍ତି। ଦୀର୍ଘ ୨୨ଦିନ ହେବ ଶାଶୁ-ଶ୍ୱଶୂରଙ୍କ ସହ ସମ୍ପର୍କ ନାହିଁ ବୋଲି କହିଛନ୍ତି...

୩୭୭ ଧର୍ମଗୁରୁଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେଲେ ଯୋଗୀ

ଲକ୍ଷ୍ନୌ,୫।୪: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଧର୍ମଗୁରୁଙ୍କ ସହାୟତା ଲୋଡ଼ିଛନ୍ତି। ଏଥିପାଇଁ ରବିବାର ଯୋଗୀ ଆଦିତ୍ୟନାଥ ରାଜ୍ୟର ୩୭୭...

ଗ୍ରୀନ୍‌ଜୋନ୍‌ରେ ରାତିରେ ଖୋଲିବ ଫିଲ୍ମହଲ୍‌-ଶପିଂମଲ୍‌ !

ନୂଆଦିଲ୍ଲୀ,୭।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା...

Leave a comment

Your email address will not be published. Required fields are marked *